ନଭେମ୍ବର ୨ରେ ସମ୍ବଲପୁର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତାମାସ ୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ଜିଲ୍ଲା ଗସ୍ତ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା-ବିଏସକେୱାଇ ଅନ୍ତର୍ଗତ!-->…
