Odia News Portal
Browsing Tag

swadhikar

ଦିବ୍ୟଶଙ୍କର ମିଶ୍ରଙ୍କୁ ନେଇ ବଢ଼ୁଛି ଅଡ଼ୁଆ

ଭୁବନେଶ୍ୱର: ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କୁ ନେଇ ତେଜୁଛି ରାଜନୀତି । ମହାଲିଙ୍ଗ ମମିତା ନିଖୋଜ ଘଟଣାକୁ ନେଇ ତେଜୁଛି ବିବାଦ । ଏହି ଘଟଣାରେ ମନ୍ତ୍ରୀଙ୍କ ସମ୍ପୃକ୍ତିଥିବା ନେଇ ବିରୋଧୀ କଂଗ୍ରେସ ଏବଂ ବିଜେପି ଅଭିଯୋଗ କରିଆସୁଛନ୍ତି । ତେବେ ମନ୍ତ୍ରୀଙ୍କ ଇସ୍ତଫା…

କେରଳରେ ବର୍ଷା ବିତ୍ପାତ, ୪୧ ଜଣଙ୍କ ଜୀବନ ଗଲାଣି

ନୂଆଦିଲ୍ଲୀ : ଥମୁନି ବର୍ଷା। ଆଜି କ୍ରମାଗତ ଭାବେ ତୃତୀୟ ଦିନ ପାଇଁ ଉତ୍ତରାଖଣ୍ଡ ଏବଂ କେରଳ‌ରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ପୂର୍ବ ଉତ୍ତରପ୍ରଦେଶରେ ବି ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଲଗାଣ ବର୍ଷା ପାଇଁ…

ପ୍ରଫେଟ ମହମ୍ମଦଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର: ଆଜି ହେଉଛି ମହାପୁରୁଷ ମହମ୍ମଦଙ୍କ ପବିତ୍ର ଜୟନ୍ତୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଏଥିସହ କୋଭିଡ ନିୟମର କଡା ଅନୁପାଳନ କରି ପର୍ବରେ ସାମିଲ ହେବା ପାଇଁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟରେ ଆଉ ୪ ଜୀବନ ନେଲା ମହାମାରୀ

ଭୁବନେଶ୍ୱର : ରାଜ୍ୟରେ ସଂପ୍ରତି କରୋନାର ସ୍ଥିତି ସ୍ଥିର ରହିଛି । ଫଳରେ ମୃତ୍ୟୁସଂଖ୍ୟା, ଆକ୍ଟିଭ କେସ, ଆଇସିୟୁ ସଂଖ୍ୟା, ହସ୍ପିଟାଲାଇଜେସନ ସଂଖ୍ୟା କମୁଛି । ଯାହାକି ରାଜ୍ୟ ପାଇଁ ଆଶ୍ୱସ୍ତିକର ବିଷୟ ବୋଲି ଡାକ୍ତରମାନେ ମତ ଦେଇଛନ୍ତି ।ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ…

୨୬ରେ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଆସନ୍ତା ୨୬ରେ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୮ ତାରିଖରେ ଉତ୍ତର…

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ…

ଓଡ଼ିଶା ହାଇକୋର୍ଟରେ ତିନି ନୂଆ ବିଚାରପତିଙ୍କ ଶପଥ ଗ୍ରହଣ

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍ ମୃଗାଙ୍କ ଶେଖର ସାହୁ, ଜଷ୍ଟିସ୍ ରାଧାକ୍ରିଷ୍ଣ ପଟ୍ଟନାୟକ ଓ ଜଷ୍ଟିସ୍ ଶଶିକାନ୍ତ ମିଶ୍ର ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ କନଫରେନ୍ସ ହଲ୍‌ରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର…

ମମିତା ନିଖୋଜ ଘଟଣା: ସ୍କୁଲ ପରିସରରେ ମାଟି ଖୋଳି ତଦନ୍ତ ଆରମ୍ଭ

କଳାହାଣ୍ଡି: ମହାଲିଙ୍ଗ ସନସାଇନ୍ ପବ୍ଲିକ୍ ସ୍କୁଲ୍ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣା । ମମିତାଙ୍କୁ ମାରି ମହାଲିଙ୍ଗ ନୋଡାଲ ହାଇସ୍କୁଲ ପଡ଼ିଆରେ ପୋତି ଦିଆଯାଇଥିବା ସନ୍ଦେହରେ ପୋଲିସ ପୂରା ଅଞ୍ଚଳକୁ କବଜାକୁ ନେଇଛି । ସ୍କୁଲ ପରିସରରେ ମାଟି ଖୋଳିପାରେ ପୋଲିସ । ଏନେଇ ମାଜିଷ୍ଟ୍ରେଟଙ୍କ…

୨୨ ତାରିଖରେ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ବାରିପଦା: ମୟୂରଭଞ୍ଜ ପାଇଁ ମିଶନ୍ ସ୍ମାର୍ଟକାର୍ଡ । ଆସନ୍ତା ୨୨ ତାରିଖରେ ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୬ଲକ୍ଷ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରାଯିବ । ହସପିଟାଲରେ କେବଳ ସ୍ମାର୍ଟକାର୍ଡ ଦେଖାଇଲେ…

ନାବାଳିକା ଅପହରଣ ରୋକିବା ପାଇଁ କମିଶନରେଟ ପୋଲିସର ‘ପ୍ରାରମ୍ଭ’ ଯୋଜନା

ଭୁବନେଶ୍ୱର: ଅପହରଣ ହୋଇଥିବା ନାବାଳିକାଙ୍କୁ ଉଦ୍ଧାର କରିବା ଦିଗରେ କମିଶନରେଟ ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ‘ପ୍ରାରମ୍ଭ ଯୋଜନା’ । ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି ଯେ, ‘ପ୍ରାରମ୍ଭ’ ଯୋଜନାରେ ନାବାଳିକା ଅପହରଣ ରୋକିବା ନେଇ ସଚେତନତା ସୃଷ୍ଟି କରାଯିବ । ସ୍କୁଲ ଓ…