ଆଜି ରାତି ୮ଟାରୁ ଟ୍ୱିନ୍ ସିଟିରେ ନାଇଟ୍ କର୍ଫ୍ୟୁ
ଭୁବନେଶ୍ୱର : ପାର୍ବଣ ଆରମ୍ଭ ହୋଇଯାଇଥିବାରୁ ଟ୍ୱିନ୍ ସିଟିରେ ହାଟ, ବଜାରରେ ଲୋକଙ୍କ ଗହଳି ଦେଖିବାକୁ ମିଳିଛି। କୋଭିଡ୍ ସଂକ୍ରମଣ ୫ଶହ ଉପରେ ରହୁଥିବାରୁ ଏହାକୁ ରୋକିବାକୁ ପ୍ରଶାସନ ଉଦ୍ୟମ କରୁଛି। ଏହାକୁ ଦୃଷ୍ଟିରେ ରଖି ଆଜିଠୁ ଟ୍ୱିନ୍ ସିଟିରେ ରାତ୍ରିକାଳୀନ ନାଇଟ୍ କର୍ଫ୍ୟୁ ଜାରି!-->…
