Odia News Portal
Browsing Tag

swadhikar

ସରିଲା ଛତିଶା ନିଯୋଗ ବୈଠକ, ଜାଣନ୍ତୁ କଣ ହେଲା ଆଲୋଚନା

ପୁରୀ: ଆସୁଛି ଧର୍ମ କର୍ମର ମାସ କାର୍ତ୍ତିମ ମାସ । ଧର୍ମ ମାସରେ ଶ୍ରୀକ୍ଷେତ୍ରରେ ଲାଗିଥାଏ ହବିଷ୍ୟାଳୀଙ୍କ ଭିଡ଼ । ଏହାକୁ ଦୃଷ୍ଟିରେ ରଖି କାର୍ତ୍ତିକ ମାସ ଆରମ୍ଭ ହେବା ପୂର୍ବରୁ ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ଲାଗି ଆସିଛି ଏସଓପି । ଆସନ୍ତା ୧୬ ତାରିଖରୁ ୧୯ ନଭେମ୍ବର ଯାଏ…

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ, ୧୬ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ ବୈଠକ ଶେଷ ହୋଇଛି। ଏହି କ୍ଯାବିନେଟ ବୈଠକରେ ୧୬ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ନବୀନ ନିବାସରୁ ବୈଠକରେ ଯୋଡି ହୋଇଥିଲେ। …

ଜାଣନ୍ତୁ ଆଜି ରାଜ୍ୟର କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୪୮ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୮୯ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ…

ମୁଖ୍ୟ ସଚିବ ପାହ୍ୟାର ପାଉଣା ପାଉଛନ୍ତି ପିଏମୟୁ କର୍ମଚାରୀ, ଏବେ ପରିବହନ ବିଭାଗ ପାଳି

ଭୁବନେଶ୍ୱର : ଠିକା ଚାକିରି । ହେଲେ ମାସିକ ପାଉଣା ଶାସନ ସଚିବ ସ୍ତରର କିମ୍ବା ଏହାଠାରୁ ଅଧିକ । କେତେକ ତ ମୁଖ୍ୟ ଶାସନ ସଚିବଙ୍କ ପାହ୍ୟାର ମାସିକ ପାଉଣା ପାଉଛନ୍ତି । ତେବେ ଏହି ମୋଟା ବେତନଧାରୀମାନେ ରାଜ୍ୟର କି ମଙ୍ଗଳ କରୁଛନ୍ତି ତାହା ସାଧାରଣ ଲୋକଙ୍କ ଗୋଚର ବାହାରେ । ବିଶ୍ୱସ୍ତ…

ଆଜି ରାଜ୍ୟରେ ୬ ଜୀବନ ନେଲା ମାହାମାରୀ

ଭୁବନେଶ୍ୱର: ରାଜ୍ୟରେ ସଂପ୍ରତି କରୋନାର ସ୍ଥିତି ସ୍ଥିର ରହିଛି । ଫଳରେ ମୃତ୍ୟୁସଂଖ୍ୟା, ଆକ୍ଟିଭ କେସ, ଆଇସିୟୁ ସଂଖ୍ୟା, ହସ୍ପିଟାଲାଇଜେସନ ସଂଖ୍ୟା କମୁଛି । ଯାହାକି ରାଜ୍ୟ ପାଇଁ ଆଶ୍ୱସ୍ତିକର ବିଷୟ ବୋଲି ଡାକ୍ତରମାନେ ମତ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ…

୧୩ରେ ଆର୍ୟନଙ୍କ ପରବର୍ତ୍ତୀ ଶୁଣାଣି

ମୁମ୍ବାଇ: ମୁମ୍ବାଇ କ୍ରୁଜ୍ ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ବଲିଉଡ୍ ଷ୍ଟାର ଶାହାରୁଖ୍ ଖାନଙ୍କ ପୁଅ ଆର୍ୟନଙ୍କୁ ମିଳିଲାନି ଆଶ୍ବସ୍ତି। ଆହୁରି ୨ ଦିନ ଜେଲ୍ରେ ରହିବେ ଆର୍ୟନ୍। ମୁମ୍ବାଇ ସେସନ୍ କୋର୍ଟ ତାଙ୍କ ଶୁଣାଣି ଅକ୍ଟୋବର ୧୩ ପର୍ୟ୍ୟନ୍ତ ସ୍ଥଗିତ ରଖିଛନ୍ତି। ସେପର୍ୟ୍ୟନ୍ତ ଆର୍ୟ୍ୟନ…

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ…

ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କରୋନା ସଂକ୍ରମଣ ହାର । ଦେଶରେ ପୁଣି ୨୦ ହଜାର ତଳେ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୮ ହଜାରରୁ ସାମାନ୍ୟ ଅଧିକା ଥିବା ବେଳେ ମୃତ୍ୟୁସଂଖ୍ୟା ୨ ଶହରୁ କମ୍ ରହିଛି । ୨୪ ଘଣ୍ଟା ମଧ୍ୟରେ ୧୮,୧୩୨ କରୋନାଭାଇରସ୍ଜନିତ ନୂତନ…

ଅମିତାଭ ବଚ୍ଚନ @୭୯

ମୁମ୍ବାଇ: ଆଜି ବଲିଉଡ୍ର ସୁପରଷ୍ଟାର ଅମିତାଭ୍ ବଚ୍ଚନଙ୍କ ଜନ୍ମଦିନ । ୭୯ ବର୍ଷରେ ପାଦ ଥାପିଲେ ବିଗ୍ ବି । ୭୯ବର୍ଷ ବୟସରେ ଏ ଏକ୍ଦମ୍ ଫିଟ୍ ଅଛନ୍ତି । ଛୋଟ ହେଉ କି ବଡ ସବୁ ପରଦାରେ, ଟ୍ରାଜେଡି, କମେଡି, ଆକ୍ସନ ସବୁ ଚରିତ୍ରରେ ସେ ଚମôକାର ଅଭିନୟ କରି ଦର୍ଶକଙ୍କ ହୃଦୟରେ ସେ ଏକ ସ୍ୱତନ୍ତ୍ର…

ଦେବଗଡ ଜିଲ୍ଲା ତିଳେଇବଣି କନିଷ୍ଠ ଯନ୍ତ୍ରୀଙ୍କ ବିରୋଧରେ ଭିଜିଲାନ୍ସ ଚଢାଉ

ଦେବଗଡ: ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଦେବଗଡ ଜିଲ୍ଲା ତିଳେଇବଣି ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ବିକାଶ ବେହେରାଙ୍କ ବିରୋଧରେ ଭିଜିଲାନ୍ସ ଚଢାଉ ହୋଇଛି । ଆଜି ସକାଳେ ବିକାଶଙ୍କ ବଳମ ସ୍ଥିତ ବାସଭବନ ଓ କଣ୍ଢଳ ସ୍ଥିତ ଶ୍ୱଶୁର ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଚଢଉ ବେଳେ…

ଭକ୍ତମାନେ ବାବାଙ୍କୁ କାହିଁକି ଭଲ ପାଆନ୍ତି?

ଭୁବନେଶ୍ୱର: ବାବାଙ୍କୁ ନିଜ ହୃଦୟରେ ଧାରଣ କରିଛି ସେ କଦାପି ନିଜକୁ ବଞ୍ଚିତ ମନେ କରେ ନାହିଁ । ଭକ୍ତ ପ୍ରତି ମୁହୂର୍ତ୍ତରେ ଗୁରୁଙ୍କ ନିକଟରେ ରହିବ ଏମିତି କରିବ ନାହିଁ । ଗୁରୁଙ୍କର ନିବିଡ଼ ଅନ୍ତରଙ୍ଗ ଭକ୍ତମାନେ ବେଳେ ବେଳେ ତାଙ୍କଠୁ ଦୂରରେ ଥାଆନ୍ତି । ଗୁରୁଙ୍କ ପ୍ରତି ଶିଷ୍ୟଙ୍କ ମନର…