Odia News Portal
Browsing Tag

swadhikar

ଲକ୍ଷ୍ମୀପୁର ଖେରୀ ହିଂସା ମାମଲା: କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅଙ୍କୁ ସମନ

ଲକ୍ଷ୍ନୌ: ଲକ୍ଷ୍ମୀପୁର ଖେରୀ ହିଂସା ମାମଲାରେ ପୋଲିସ ଆଶିଷ ପାଣ୍ଡେ ଏବଂ ଲବକୁଶ ରାଣା ନାମକ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କରିଛି। ତେବେ କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ର ଟେନିଙ୍କ ପୁଅ ଆଶିଷ ମିଶ୍ରଙ୍କୁ ପୋଲିସ ଗିରଫ କରିପାରିନାହିଁ। ସେ ଏବେ ବି ଫେରାର ଥିବା କୁହାଯାଇଛି । ଏହି ମାମଲାରେ…

ସାହିତ୍ୟ ପାଇଁ ନୋବେଲ

ନୂଆଦିଲ୍ଲୀ: ଚଳିତ ବର୍ଷ ସାହିତ୍ୟରେ ନୋବେଲ ପୁରସ୍କାର ତାଞ୍ଜାନିଆର ଔପନ୍ୟାସିକ ଅବଦୁଲରଜାକ୍ ଗୁର୍ନାଙ୍କୁ ପ୍ରଦାନ କରାଯାଇଛି। ନୋବେଲ କମିଟି ଏହାର ବିବୃତ୍ତିରେ କହିଛି – ଉପନିବେଶବାଦ ବିରୋଧରେ ରଜାକ କୌଣସି ପ୍ରକାର ସାଲିସ୍ କରିନାହାଁନ୍ତି। ସେ ତାଙ୍କ ସାହିତ୍ୟ ମାଧ୍ୟମରେ ଉପନିବେଶବାଦ…

ପୁରୀ ଜିଲ୍ଲାରେ ହଜାରେ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବା ସହ BSKY ସ୍ମାର୍ଟକାର୍ଡ ବାଣ୍ଟିଲେ…

ଭୁବନେଶ୍ୱର: ପୁରୀ ବ୍ରହ୍ମଗିରି କେରାଣ୍ଡିଆରେ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ଜିଲ୍ଲା ପାଇଁ ବିଏସକେଓାଇ କାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲାର ଆଉ କେତେକ ଉନ୍ନୟନ ପ୍ରକ୍ଳଫର ଶିଳାନ୍ୟାସ ମଧ୍ୟ କରିଛନ୍ତି । ପ୍ରଥମେ ମାଲାକାନାଗିରି, ଦ୍ୱିତୀୟରେ ସୁନ୍ଦରଗଡ଼ ।…

ସୋଆ କମ୍ୟୁନିଟି ରେଡିଓ ପକ୍ଷରୁ ରେଡିଓ କ୍ଲବ୍ ମିଟ୍ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସଂଗୀତ, ନୃତ୍ୟ, ପୋଡକାଷ୍ଟ, ରେଡିଓ ଜକିଂ, ସେଲିବ୍ରିଟି ଟକ୍ ଏବଂ କମ୍ୟୁନିଟି ରେଡିଓ ସମ୍ପର୍କିତ ବିତର୍କ ଓ ଆଲୋଚନାକୁ ନେଇ ୧୦ ଦିନ ବ୍ୟାପୀ ଆୟୋଜିତ ହୋଇଥିବା ଡିଜିଟାଲ୍ ୟୁନିଭର୍ସିଟି ରେଡିଓ କ୍ଳବ୍ ମିଟ୍ ମଙ୍ଗଳବାର ଉଦ୍ୟାପିତ…

ପିସିସି ସଭାପତି ପଦରୁ ଇସ୍ତଫା ଦେବା ନେଇ ଏମିତି କହିଲେ ନିରଞ୍ଜନ

ଭୁବନେଶ୍ୱର: କମୁନି କଂଗ୍ରେସ କଳି । ପିସିସି ସଭାପତି ପଦରୁ ନିରଞ୍ଜନଙ୍କୁ ହଟାଯିବା ନେଇ ଲାଗି ରହିଛି କନ୍ଦଳ । କଂଗ୍ରେସରେ ଏବେ ଦୁଇ ଗୋଷ୍ଠୀ ମଧ୍ୟରେ ତୁତୁ ମେଁ ମେଁ ଲାଗି ରହିଥିବା ନେଇ ସବୁଠି ଦେଖିବାକୁ ମିଳିଛି ଚର୍ଚ୍ଚା । ତେବେ ଏହାରି ଭିତରେ ମୁହଁ ଖେଳିଛନ୍ତି ପିସିସି ସଭାପତି…

ରାଜଧାନୀରେ କରୋନା ସଂକ୍ରମଣକୁ ନେଇ ଏମିିତି କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଭୁବନେଶ୍ୱରର ଯେଉଁ ଜାଗାରେ କୋରୋନା ସଂକ୍ରମଣ ବଢିବ, ସେଠାରେ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ କରାଯିବ । ଡିଏମଇଟି ସିବିକେ ମହାନ୍ତି ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ରାଜଧାନୀର କିଛି ସ୍ଥାନରେ କୋରୋନା ସଂକ୍ରମଣ ବଢୁଛି । ରାଜ୍ୟରେ ୭ ଦିନ ହେଲା କୋରୋନା ସଂକ୍ରମଣ ଉପର…

ବନ୍ଧାହେଲା ଏଲଆଇସି ଏଜେଣ୍ଟ, ମୃତ ବ୍ୟକ୍ତିଙ୍କ ନାଁରେ ବୀମା କରି ଉଠାଇଥିଲା କୋଟିଏରୁ ଅଧିକ ଟଙ୍କା

ଭୁବନେଶ୍ବର : ମୃତ ବ୍ୟକ୍ତିଙ୍କ ନାଁରେ ପଲିସି । ୪ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ୨୩ଟି ବୀମା ପଲିସି କରି ୧କୋଟି ୧୮ ଲକ୍ଷ ଟଙ୍କା ଚଳୁ ଅଭିଯୋଗ । ଏହି ମାମଲାରେ ଜଣେ ଏଲଆଇସି ଏଜେଣ୍ଟକୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା । ଗିରଫ ଅଭିଯୁକ୍ତ ହେଲେ କଣାସ ଅଞ୍ଚଳର ଏଲଆଇସି…

ନେତାଙ୍କ ଘରେ ଫାଟ, ବିଧାନସଭା ଆସିବାକୁ ପୁଅମାନେ ସଜବାଜ

ଭୁବନେଶ୍ୱର : ଓଡିଶା ବିଧାନସଭାକୁ ଜଣକ ପରେ ଜଣେ ବିଧାୟକଙ୍କ ପୁତ୍ର ପ୍ରବେଶ କରିବାପରେ ଆଉ କିଛି ବିଧାୟକ ଆଶାୟୀ ପୁତ୍ର ପିତା ମାନଙ୍କ ଉପରେ ଚାପ ପକାଇବାରେ ଲାଗିଛନ୍ତି । ଆସନ୍ତା ନିର୍ବାଚନରେ ଯେମିତି ହେଲେ ସେମାନଙ୍କୁ ବିଧାନସଭାକୁ ପଠାଇବାପାଇଁ ଜିଦ୍‍ ଧରିଲେଣି । ଏହାକୁ ନେଇ କେତେକ…

ବିଧାୟକଙ୍କ ନାଁରେ ୨ ହଜାର ଟଙ୍କା ଜରିମାନା

ପୁରୀ : ନିଷିଦ୍ଧାଞ୍ଚଳରେ ଗାଡି ଚଲାଇବା ଚାନ୍ଦବାଲି ବିଧାୟକ ବ୍ୟାମକେଶ ରାୟଙ୍କ ପାଇଁ ପଡ଼ିଛି ମହଙ୍ଗା । ଶ୍ରୀ ମନ୍ଦିର ସମ୍ମୁଖରେ ଗାଡି ଭର୍ତି କରିଥିବାରୁ ବିଧାୟକଙ୍କ ଠାରୁ ୨ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି । ପୁରୀ ପୋଲିସ ବିଧାୟକଙ୍କ ଠାରୁ ଜରିମାନା ଆଦାୟ କରିଛି।ବିଧାୟକଙ୍କ…

ଶ୍ରୀନଗରର ଏକ ସ୍କୁଲରେ ଆତଙ୍କବାଦୀଙ୍କ ଆଖିବୁଜା ଗୁଳିମାଡ଼, ପ୍ରିନ୍ସପାଲ ଓ ଶିକ୍ଷକ ନିହତ

ଶ୍ରୀନଗର : ଜାମ୍ମୁ କାଶ୍ମୀର ଶ୍ରୀନଗରର ସଫାକଡାଲ ଅଞ୍ଚଳରେ ଥିବା ସରକାରୀ ବାଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତଙ୍କୀ ହମଲା। ଆତଙ୍କବାଦୀଙ୍କ ଗୁଳିମାଡ଼ରେ ସ୍କୁଲ ପ୍ରିନ୍ସପାଲ ଓ ଶିକ୍ଷକ ନିହତ ହୋଇଛନ୍ତି। ସୂଚନାଅନୁସାରେ ଆତଙ୍କବାଦୀମାନେ ସ୍କୁଲରେ ପଶି ଆଖିବୁଜା ଗୁଳିମାଡ କରିଥିଲେ।…