Odia News Portal
Browsing Tag

swadhikar

ଜେଏମଏମର ଦୁଇ ନେତା ବିଜେଡିରେ ସାମିଲ୍

ଭୁବନେଶ୍ୱର: ପଞ୍ଚାୟତ ଓ ପୌରନିର୍ବାଚନ ପୂର୍ବରୁ ସୁଦୃଢ଼ ହେଉଛି ବିଜେଡ଼ି । ପ୍ରତିଦିନ ବିଜେଡିରେ ସାମିଲ ହେଉଛନ୍ତି ଅନେକ କର୍ମୀ । ତେବେ ଏହି ପରିପ୍ରେକ୍ଷୀରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା –ଜେଏମଏମର ପୂର୍ବତନ ରାଜ୍ୟ ସଭାପତି ମହେଶ ଚନ୍ଦ୍ର ହେଂବ୍ରମ ବିଜେଡିରେ ସାମିଲ ହୋଇଛନ୍ତି । ତାଙ୍କ ସହ…

ଉଚିତ ମୂଲ୍ୟାୟନ ଦାବିରେ CHSE ଅଫିସ ସାମ୍ନାରେ ହାତ କାଟିଲେ ଛାତ୍ରୀ

ଭୁବନେଶ୍ୱର: ଅଭାବନୀୟ ଘଟଣା । CHSE ଅଫିସରେ ସମ୍ମୁଖରେ ହାତ କାଟିଲେ ଛାତ୍ରୀ । ଦାବି ପୂରଣ ନହେବାରୁ ଛାତ୍ରୀ ଜଣଙ୍କ ହାତ କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଛାତ୍ରୀ ଜଣଙ୍କ ଏକ ବ୍ଲେଡ୍ ସାହାଯ୍ୟରେ ତାଙ୍କ ହାତ କାଟି ଦେଇଛନ୍ତି। ଆହତ ଅବସ୍ଥାରେ ଛାତ୍ରୀଙ୍କୁ କ୍ୟାପିଟାଲ ହସପିଟାଲରେ…

ମଦ ବେପାରୀଙ୍କୁ ମାରିଦେଲେ

ଗଞ୍ଜାମ: ଜିଲ୍ଲାର ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚୁଙ୍ଗୁଡ଼ିଘାଇ ଗାଁରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ । ମିଳିଥିବା ସୂଚନା ଅନୁଯାୟୀ, ମଦ ବ୍ୟବସାୟୀ ବିନାୟକ ପ୍ରଧାନ ଠାକୁରାଣୀ ମନ୍ଦିର ନିକଟରେ ରାତିରେ ଶୋଇଥିଲା ବେଳେ ତାଙ୍କୁ ପଥରରେ…

ଜ୍ୟୋତିପ୍ରକାଶଙ୍କ ପରିବାରକୁ ମିଳିବ ୪ ଲକ୍ଷ ଟଙ୍କା

ଭୁବନେଶ୍ୱର: ଡ୍ରେନରେ ଭାସିଯାଇଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶଙ୍କ ପରିବାରକୁ ମିଳିବ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି । ରିଲିଫ କୋଡ୍ ଅନୁସାରେ ମିଳିବ ମିଳିବ ସହାୟତା । ଏନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା । ସେପଟେ ବିରୋଧୀ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି କି ୫୦…

ଆଜି ରାଜ୍ୟରେ ୬ ମୁଣ୍ଡନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ଗ୍ରାଫ୍ କମୁଛି । ଗତ ୨୪ ଘଣ୍ଟାରେ ୫୧୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୪୧କୁ…

ଜ୍ୟୋତିପ୍ରକାଶଙ୍କ ମୃତ୍ୟୁ ପାଇଁ ଦାୟୀ କିଏ?

ଭୁବନେଶ୍ୱର: ରାଜଧାନୀର ମୁକୁଳା ଡ୍ରେନରେ ଭାସିଯାଇ ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶ (ରାଜା)ଙ୍କ ମୃତ୍ୟୁ ହୋଇଛି । ତେବେ ତାଙ୍କ ମୃତ୍ୟୁକୁ ନେଇ ଏବେ ସବୁଠି ଉଠିଛି ପ୍ରଶ୍ନବାଚୀ । ରାଜାଙ୍କ ମୃତ୍ୟୁ ପାଇଁ ଦାୟୀ କିଏ? ମୁକୁଳା ଡ୍ରେନ ପାଇଁ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ବିଜେପି ଓ…

ଆଜିଠୁ +୩ ଦ୍ୱିତୀୟ ବର୍ଷ କ୍ଲାସରୁମ ପାଠପଢ଼ା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ୩ ଦ୍ୱିତୀୟ ବର୍ଷ ତଥା ୨୦୨୦-୨୧ ଶିକ୍ଷାବର୍ଷର ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍ ପାଠପଢ଼ା । କରୋନା କଟକଣା ମଧ୍ୟରେ ଛାତ୍ରଛାତ୍ରୀଙ୍କ କ୍ଲାସ ଆରମ୍ଭ ହୋଇଛି । ସସସ୍ତେ ମାନିବେ କୋଭିଡ୍ ଗାଇଡଲାଇନ୍ । ଛାତ୍ରଛାତ୍ରୀ ଓ ଅଧ୍ୟାପକ…

ଆଜି କୋଲକାତାକୁ ଭେଟିବ ବାଙ୍ଗାଲୋର

ଦୁବାଇ: ଆଇପିଏଲ ମହାସମରରେ ଆଜି ବାଙ୍ଗାଲୋରକୁ ଭେଟିବ କୋଲକାତା । ଉଭୟ ଦଳ ମଧ୍ୟରେ ହେବ କଡା ଟକ୍କର । ମର୍ଗାନଙ୍କ ଦଳ କୋଲକାତାର ଖେଳାଳୀମାନେ ଏବେ ଦମଦାର ଫର୍ମରେ ଥିବାବେଳେ କୋହଲିଙ୍କ ତାରକା ଖଚିତ ଦଳର ଖେଳାଳୀମାନେ ମଧ୍ୟ ବିଜୟୀ ହେବାକୁ ପ୍ରୟାସ କରିବେ । ତେବେ ଆଜିର ମ୍ୟାଚରେ ମୁଖ୍ୟତଃ…

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦,୨୫୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକ ମଧ୍ୟରେ ୪୩,୯୩୮ ଜଣ ସୁସ୍ଥ ହୋଇଛନ୍ତି। ଦୈନିକ ସଂକ୍ରମଣ ହାର ୨.୫% ଓ ସାପ୍ତାହିକ ସଂକ୍ରମଣ ହାର ୨.୦୭% ରହିଛି। ଏଥିସହିତ ଆରୋଗ୍ୟ ହାର ୯୭.୭୨% ରହିଛି। ରବିବାର ସଂଧ୍ୟା…

ଓସିସିଏଲ୍ ସିନିୟର ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସମ୍ବଲପୁର: ଭିଜିଲାନ୍ସ ଜାଲରେ ଫସିଛନ୍ତି ଓସିସିଏଲ୍ ସିନିଅର ମ୍ୟାନେଜର । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ନିର୍ମାଣ ନିଗମ ବା ଓସିସିଏଲ୍ ସିନିଅର ମ୍ୟାନେଜର ରଞ୍ଜନ କୁମାର ଡାଙ୍ଗଙ୍କ ଘରେ ରେଡ ହୋଇଛି । ଏହି ମାମଲାରେ ସମ୍ବଲପୁର ଚୈତନ୍ୟ ନଗର ବାସଭବନରରେ ଚଢ଼ଉ ଜାରି ରହିଛି ।…