Odia News Portal
Browsing Tag

swadhikar

ମହାରାଷ୍ଟ୍ର ସରକାରଙ୍କୁ ପ୍ରଶ୍ନକଲେ ଆନ୍ନା ହଜାରେ

ମୁମ୍ବାଇ: ମହାରାଷ୍ଟ୍ରରେ ମନ୍ଦିର ନ ଖୋଲିବାକୁ ନେଇ ମୁହଁ ଖୋଲିଛନ୍ତି ଗାନ୍ଧୀବାଦୀ ଆନ୍ନା ହଜାରେ । ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ପ୍ରଶ୍ନ କରିଛନ୍ତି ଆନ୍ନା । ସେ କହିଛନ୍ତି କି, ରାଜ୍ୟରେ ଯଦି ମଦ ଦୋକାନ ଖୋଲା ହେଉଛି ତେବେ ମନ୍ଦର କାହିଁକି ନୁହେଁ । ମଦ ଦୋକାନ ସମ୍ମୁଖରେ ଲୋକେ…

ଭାରତ ସହ ବନ୍ଧୁତ୍ୱ ସ୍ଥାପନ କରିବାକୁ ଚାହୁଁଛି ତାଲିବାନ

ନୂଆଦିଲ୍ଲୀ: ଭାରତ ସହ ବନ୍ଧୁତ୍ୱ ସ୍ଥାପନ କରିବାକୁ ଚାହୁଁଛି ତାଲିବାନ । ଏକ ଜାତୟ ଗଣମାଧ୍ୟମକୁ ସ୍ୱତନ୍ତ୍ର ବାର୍ତ୍ତାଳାପରେ ତାଲିବାନର ନେତା ମୌଲଭି ଜିଆଉଲ ହକମଲ ଏଭଳି କହିଛନ୍ତ । ଭାରତ ଆମର ଶତ୍ରୁ ନୁହେଁ ଏବଂ ଆମେ ଭାରତ ସହ ଉନ୍ନତ ତଥା ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ସ୍ଥାପନ କରିବାକୁ…

ଗୋପାଳପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ

ଢେଙ୍କାନାଳ: ଗଁଦିଆ ବ୍ଲକର ଦେଓଗାଁ ଗ୍ରାମ ପଂଚାୟତ ଅନ୍ତର୍ଗତ ଗୋପାଳପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜିର ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସ୍ଥାୟୀ ସଭାପତି ଅଜୟ କୁମାର ପରିଡା ,ତାଙ୍କର ପ୍ରତ୍ୟେକ୍ଷ…

ନବୀନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶାରେ ସ୍ନାତକ(ୟୁଜି) ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ କଲ୍ୟାଣ ଏବଂ କ୍ୟାରିୟରକୁ ଦୃଷ୍ଟିରେ ରଖି ସ୍ନାତକ ଶେଷ ସେମିଷ୍ଟାରର ପରୀକ୍ଷାର ଫାଇନାଲ ମାର୍କସିଟ୍…

ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କ ଜୟନ୍ତୀ । ବିନାୟକ ଆଚାର୍ଯ୍ୟ ଜଣେ ସ୍ୱାଧିନତା ସଂଗ୍ରାମୀ ଥିଲେ । ଓଡ଼ିଶା ଲାଗି ତାଙ୍କର ବଳିଦାନ ସବୁଦିନ ଲାଗି ଚିରସ୍ମରଣୀୟ । ତେବେ ଏହି ମହାପୁରୁଷଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଓଡ଼ିଶାର…

ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ

ଭୁବନେଶ୍ୱର: ସାମାନ୍ୟ ବଚସାରୁ ବିଭତ୍ସ ହତ୍ୟାକାଣ୍ଡ । ରାଜଧାନୀରେ ଗଡିଲା ମୁଣ୍ଡ । ଖଣ୍ଡଗିରି ଥାନା ରଘୁନାଥ ନଗରରେ ମୋବାଇଲ ଦୋକାନୀକୁ ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ଯୁବକ ହେଉଛନ୍ତି ୨୬ ବର୍ଷିୟ ସନାତନ ରାଉତରାୟ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହି ହତ୍ୟା…

ଆନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଲେ ବିନ୍ନି

ନୂଆଦିଲ୍ଲୀ: ଭାରତୀୟ ଅଲରାଉଣ୍ଡର ଷ୍ଟ୍ରୁଆର୍ଟ ବିନ୍ନି ଆନ୍ତର୍ଜାତୀୟ ଏବଂ ପ୍ରଥମ ଶ୍ରେଣୀ କ୍ରିକେଟରୁ ଅବସର ନେଇଛନ୍ତି । ସେ ଆଜି ନିଜର ଅବସର ଘୋଷଣା କରିଛନ୍ତି । ବିନ୍ନି ୬ଟି ଟେଷ୍ଟ, ୧୪ଟି ଦିନିକିଆ ଏବଂ ୩ ଟି ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି । ସେପଟେ ୭୯ଟି ପ୍ରଥମ ଶ୍ରେଣୀ…

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୪୨,୯୦୯ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୩୮୦ ଜଣଙ୍କର ମୃତ୍ୟୁ ହୋଇଛି ।…

କମୁନି କରୋନା ମୃତ୍ୟୁ, ଆଜି ୬୭ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନାଜନିତ ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୬୦ରୁ ଅଧିକ ଆକ୍ରାନ୍ତଙ୍କ ଜୀବନ ନେଉଛି ମହାମାରୀ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୭ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ କଟକ ଜିଲାରେ ସର୍ବାଧିକ ୨୦ ଜଣ ମୃତକ ରହିଛନ୍ତି।…

ଜନ୍ମାଷ୍ଟମୀରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ପିବତ୍ର ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃର୍ଷ୍ଣଙ୍କ ଜନ୍ମୋତ୍ସବ । ପଲ୍ଲୀରୁ ଦିଲ୍ଲୀ ସବୁଠି ହୋଇ ଉଠିଛି ଉତ୍ସବ ମୁଖରିତ । କରୋନା କଟକଣାକୁ ମାନି ପାଳନ ହେଉଛି ଜନ୍ମାଷ୍ଟମୀ । ତେବେ ପବିତ୍ର ଜନ୍ମାଷ୍ଟମୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…