ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବନ୍ଧା ହେଲେ ୬ ଜଣ ଅଭିଯୁକ୍ତ
ଓଡ଼ିଶା ଟିଚର ଇଲିଜିବିଲିଟି ଟେଷ୍ଟ (ଓଟିଇଟି) ପ୍ରଶ୍ନପତ୍ର ଲିକ୍ ମାମଲାରେ ଓଡ଼ିଶା ପୁଲିସର କ୍ରାଇମ୍ବ୍ରାଞ୍ଚ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜୀତନ ମହାରାଣା, ବିଜୟ କୁମାର ମିଶ୍ର, ସନାତନ ବିଶୋୟୀ, ରାମଜୀ ପ୍ରସାଦ ଗୁପ୍ତା, ଅଜୟ କୁମାର ସାହୁ ଓ ଜୟନ୍ତ!-->…
