Odia News Portal
Browsing Tag

swadhikar

ଆଜି ମହାପ୍ରଭୁଙ୍କ ରାହୁରେଖା ନୀତି

ପୁରୀ: ଶ୍ରୀକ୍ଷେତ୍ରରେ ସବୁଦିନ ଯାତ୍ରା । କାଳିଆ ଠାକୁରଙ୍କ ନୀତି ନିୟମ ନିଆରା । ତେବେ ଆଜି ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ ତିଥି ହୋଇଥିବାରୁ ମହାପ୍ରଭୁଙ୍କ ରାହୁରେଖା ନୀତି ସମ୍ପନ୍ନ ହେବ । ଅପରାହ୍ନ ୨ ଟାରୁ ସର୍ବସାଧାରଣଙ୍କ ପାଇର୍ ଦର୍ଶନ ବନ୍ଦ ରହିବ । ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ…

ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ସନ୍ଧ୍ୟା ସାଢ଼େ ୫ଟାରେ କ୍ୟାବିନେଟ୍ ବୈଠକ ବସିବ ବୋଲି ସୂଚନା ମିଳିଛି । ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ଓ ଇ-ଯାନ ପ୍ରସ୍ତାବ ଭଳି ୯ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ଅନୁମାନ କରାଯାଉଛି । ସେପଟେ ପଞ୍ଚାୟତ…

ଆଜି ରାଜ୍ୟରେ ୮୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୦୬ ଜଣ ଶିଶୁ ଓ କିଶୋର…

ଆଜି ଏସସିବି ମେଡିକାଲରେ ଇକମୋ ଚିକିତ୍ସା ସେବାର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

କଟକ: ଆଉ ଏଥରକ ଇକମୋ ଚିକିତ୍ସା ଲାଗି ଓଡ଼ିଶା ବାହାରକୁ ଯିବାକୁ ପଡିବ ନାହିଁ । ରାଜ୍ୟରେ ଇକମୋ ଚିକିତ୍ସା ଆରମ୍ଭ ହୋଇଯାଇଛି । କଟକ ବଡ ମେଡିକାଲରେ ଗୁରୁତର କୋଭିଡ ରୋଗୀଙ୍କ ଚିକିତ୍ସା ପାଇଁ ଇକୋମୋ ସୁବିଧାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପଣ କରିବେ । ସବୁ ଗୁରୁତର କୋଭିଡ…

ରାଜ୍ୟରେ କରୋନାରେ ଆଉ ୬୯ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଗୁରୁବାର ଦିନକ ମଧ୍ୟରେ ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ କଟକ ଜିଲାରେ ସର୍ବାଧିକ ୩୮ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଏଥିସହିତ ଜଗତସିଂହପୁର ଜିଲାରେ ୯, ଢେଙ୍କାନାଳରେ ୬, ଯାଜପୁର, କେନ୍ଦ୍ରାପଡା ଓ ମୟୁରଭଞ୍ଜରେ ୩ ଜଣ…

କାବୁଲ ଏୟାରପୋର୍ଟ ଗେଟରେ ବିସ୍ଫୋରଣ

କାବୁଲ: କାବୁଲ ଏୟାରପୋର୍ଟ ବାହାରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି ବିସ୍ଫୋରଣ ହେବା ମାତ୍ରେ ଲୋକେ ଦୌଡିଥିବା ବେଳେ ଅନେକ ଆହତ ହୋଇଥିବା ଆଶଙ୍କା କରାଯାଉଛି । ପରିସ୍ଥିତି ବର୍ତମାନ ସେଠାରେ ସଙ୍ଗୀନ ହେବାରେ ଲାଗିଛି । ଆଫଗାନିସ୍ତାନ ଉପରେ ତାଲିବାନ କବଜା କରିବା ପରେ ଭାରତ, ଆମେରିକା…

ନ୍ୟାୟ ସମତା ସହଭାଗୀମାନଙ୍କ ତାଲିମ କର୍ମଶାଳା

ଭୁବନେଶ୍ୱର: ନୂଆଦିଲ୍ଲୀର ସାମାଜିକ ଅନୁଷ୍ଠାନ ମାର୍ଗ ପକ୍ଷରୁ ମହିଳା ଓ ପୁରୁଷମାନଙ୍କ ସମ୍ମାନ ଅଧିକାରକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସମତା ନ୍ୟାୟ ସହଭାଗୀମାନଙ୍କୁ ନେଇ ତାଲିମ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ରାଜଧାନୀର ଏକ ହୋଟେଲରେ ଅନୁଷ୍ଠିତ ଏହି କର୍ମଶାଳାରେ କଟକ ଜିଲ୍ଲାର ୪ଟି…

ପରଜଙ୍ଗ ଆକ୍ରମଣ ପରେ ଲୁଟ୍ ଘଟଣା, ବନ୍ଧାହେଲେ ୩ ଅଭିଯୁକ୍ତ

ଅନୁଗୁଳ: ଗତ ୨୪ ତାରିଖରେ ଆକ୍ରମଣ ସହ ଲୁଟର ଶିକାର ହୋଇଥିଲେ ଅଭୟ ବିଶ୍ୱାଳ ଏବଂ ତାଙ୍କ ପୁଅ । ଲୁଟ୍ କରିଥିବା ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପରଜଙ୍ଗ ପୁଲିସ । ଗିରଫ ଅଭିଯୁକ୍ତମାନେ ହେଲେ ରଞ୍ଜିତ ନାୟକ, ପ୍ରଭାତ କୁମାର ନାୟକ ଓ ସମୀର ନାୟକ । ଗିରଫ କରିବା ସହ ସେମାନଙ୍କୁ କୋର୍ଟ ଚାଲାଣ…

ଲୋକାର୍ପିତ ହେଲା ବହୁ ପ୍ରତିକ୍ଷିତ ଜଗର୍ସ ପାର୍କ

ବଲାଙ୍ଗୀର: ବହୁ ପ୍ରତିକ୍ଷିତ ଜଗର୍ସ ପାର୍କ ଆଜି ସନ୍ଧ୍ୟାରେ ଲୋକାର୍ପିତ ହୋଇଛି । ବଲାଙ୍ଗୀର ଜିଲ୍ଲାପାଳ ଚଂଚଳ ରାଣା ଫିତା କାଟି ଏହାକୁ ଲୋକାର୍ପିତ କରିଛନ୍ତି । ଏହି ପାର୍କକୁ ପ୍ରାତଃ ଓ ସାନ୍ଧ୍ୟ ଭ୍ରମଣ ସହିତ ଯୋଗ ଶିକ୍ଷା ଓ ସଭା ସମିତି ପାଇଁ ମଧ୍ୟ ବ୍ୟବହାର କରାଯାଇ ପାରିବ ବୋଲି…

ସ୍ୱପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଶିକ୍ଷାର ବିକାଶ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଫୋକସ । ଛାତ୍ର ଛାତ୍ରୀଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ଅବଦାନକୁ ସାଧାରଣରେ କରାଯାଉଛି ପ୍ରଂଶସା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରେ ଆଜି ତୃତୀୟ ପର୍ୟ୍ୟାୟରେ ଆଉ ୧୦ଟି ରୂପାନ୍ତରୀତ ସ୍କୁଲକୁ ଲୋକାର୍ପିତ କରିବା…