ରାଜ୍ୟରେ ନିଷିଦ୍ଧ ହେଲା ତମାଖୁ, ନିକୋଟିନ୍ଯୁକ୍ତ ସମସ୍ତ ଉତ୍ପାଦ: ପୂର୍ବରୁ ଗୁଟ୍ଖା ଏବେ ତମାଖୁ
୨୦୧୩ ମସିହାରେ ରାଜ୍ୟରେ ଗୁଟ୍ଖା ନିଷିଦ୍ଧ ଘୋଷଣା ପରେ ରାଜ୍ୟ ସରକାର ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ତମାଖୁ ଓ ନିକୋଟିନ୍ଯୁକ୍ତ ସମସ୍ତ ଉତ୍ପାଦ ଉପରେ କଟକଣା ଲଗାଇଛନ୍ତି। ଏହାର ଉତ୍ପାଦନ, ପ୍ରକ୍ରିୟାକରଣ, ପ୍ୟାକେଜିଂ, ସଂରକ୍ଷଣ, ପରିବହନ, ବିତରଣ ଓ ବିକ୍ରିକୁ ରାଜ୍ୟରେ ନିଷିଦ୍ଧ…
