ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୫,୦୭୨ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨୫ ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୪ ଶହରୁ କମ୍ ରହିଛି। ଏହା ହେଉଛି ଗତ ୧୬୦ ଦିନ ମଧ୍ୟରେ ରେକର୍ଡ କରାଯାଇଥିବା ନୂତନ ସଂକ୍ରମିତଙ୍କ ସଂଖ୍ୟା ଠାରୁ ସର୍ବନିମ୍ନ। କେନ୍ଦ୍ର!-->…
