ରାକ୍ଷୀ ପୂର୍ଣ୍ଣିମା ପୂର୍ବରୁ ଭାଇ ଆଗରେ ଚାଲିଗଲା ଭଉଣୀର ଜୀବନ
କଟକ: ରାତି ପାହିଲେ ରାକ୍ଷୀ ପୂର୍ଣ୍ଣିମା । ଭାଇ-ଭଉଣୀଙ୍କ ଲାଗି ଏକ ପବିତ୍ର ଦିନ । ତେବେ ରାକ୍ଷୀ ପୂର୍ଣ୍ଣିମା ପୂର୍ବରୁ ଘଟିଛି ଏକ ଅଭାବନୀୟ ଘଟଣା । ଭାଇ ଆଗରେ ଚାଲିଗଲା ଭଉଣୀ ଜୀବନ । ସୂଚନା ଅନୁସାରେ କଟକ କାଠଯୋଡି ବିଜ୍ର ଉପରେ ଏକ ବାଇକକୁ ପଛପଟୁ ଧକ୍କା ଦେଇଛି ଟ୍ରକ୍ । ଏକ ବାଇକ୍!-->…
