Odia News Portal
Browsing Tag

Swadshikar news. Latest odia news

ଭ୍ୟାକ୍ସିନ ଆଟ ଡୋର ଷ୍ଟେପ ଅଭିଯାନ ଆରମ୍ଭ

ଭୁୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ସୋମବାର ଠାରୁ ଆରମ୍ଭ ହୋଇଛି ଭ୍ୟାକ୍ସିନ ଆଟ ଡୋର ଷ୍ଟେପ ଅଭିଯାନ । ବିଏମସିର ୩ ଟି ଜୋନ୍ ରେ ମୋଟ୍ ୬ ଟି ଆପାର୍ଟମେଂଟରେ ଟିକା ଦିଆଯାଇଛି । ପ୍ରତି ଆପାର୍ଟମେଂଟରେ ୨ ଶହ ଲୋକଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ବିଶେଷ…

ସଂସଦରେ ରାଷ୍ଟ୍ରପତିଙ୍କ ସମ୍ବୋଧନ

ନୂଆଦିଲ୍ଲୀ: ସଂସଦରେ ଚାଲିଛି ବଜେଟ ଅଧିବେଶନ । ପରମ୍ପରା ଅନୁସାରେ ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି ବଜେଟ ଅଧିବେଶନ । ଆଜି ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରି ରାଷ୍ଟ୍ରପତି ନିଜ ଅଭିଭାଷଣରେ କହିଛନ୍ତି, କରୋନା କାଳରେ ଏହି ଅଧିବେଶନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ ।…