Odia News Portal
Browsing Tag

swadshikar news

“ଆମ ଖୁସି ଆମ ସୁରକ୍ଷା” ପ୍ରୋଜେକ୍ଟ ଆରମ୍ଭ

ଏହି ପ୍ରୋଜେକ୍ଟରେ ଆଜି ରାଜଗାଙ୍ଗପୁର ପୋଲିସ ଷ୍ଟେସନ ପରିସରରେ ପ୍ରଥମ ପୋଲିସ ଷ୍ଟେସନକୁ ଡିଆଇଜି କବିତା ଜଲାନ ଉଦଘାଟନ କରିଛନ୍ତି । ଏସପି ସାଗରିକା ନାଥ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଆଜିର ପିଲା ହେଉଛନ୍ତି ଆସନ୍ତା କାଲିର ଭବିଷ୍ୟତ । ସେମାନଙ୍କର ସ୍ଵାଧୀନତା ଓ ସୁରକ୍ଷା ପାଇଁ…

ତଳକୁ ଖସିଲା ଓଡ଼ିଶା, ୧ନମ୍ବରରେ ମହାରାଷ୍ଟ୍ର

ନୂଆଦିଲ୍ଲୀ: ଭାରତୀୟ ନ୍ୟାୟ ବ୍ୟବସ୍ଥାର ସର୍ଭେ ରିପୋର୍ଟ ସାମ୍ନାକୁ ଆସିଛି। ଦ୍ୱିତୀୟ ଥର ପାଇଁ ଇଣ୍ଡିଆନ ଜଷ୍ଟିସ ରିପୋର୍ଟକୁ ସର୍ଭେ ସଂସ୍ଥା ପକ୍ଷରୁ ପ୍ରକାଶ କରାଯାଇଛି। ଟାଟା ଟ୍ରଷ୍ଟ ପକ୍ଷରୁ କରାଯାଇଥିବା ଏହି ସର୍ଭେ ଅନୁସାରେ ଓଡ଼ିଶାର ପ୍ରଦର୍ଶନ ବହୁତ ନୈରାଶ୍ୟଜନକ ରହିଛି। ଲୋକଙ୍କୁ…

ରାଜଧାନୀ ଦିଲ୍ଲୀରେ ବିସ୍ଫୋରଣ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବିସ୍ଫୋରଣ | ନୂଆଦିଲ୍ଲୀ ଇସ୍ରାଏଲ ଦୂତାବାସ ନିକଟରେ ବିସ୍ଫୋରଣ | ଦୂତାବାସ ବାହାରେ ଆଇଇଡି ବିସ୍ଫୋରଣ ହୋଇଥିବା ସୂଚନା |ତେବେ ବିସ୍ଫୋରଣରେ କେହି ମୃତାହତ ହୋଇନଥିବା ସମୟରେ କିଛି କାର କ୍ଷତିଗ୍ରସ୍ତ ହୋଇଥିବା ସୂଚନା | ବିସ୍ଫୋରଣ ଛୋଟ ଧରଣର…

ବିଚାର ବିଭାଗୀୟ ହାଜତରେ ରାକେଶ,୧ରେ ଶୁଣାଣି

ଭୁବନେଶ୍ୱର: ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣା । ଅଭିଯୁକ୍ତ ରାକେଶକୁ କୋର୍ଟଚାଲାଣ କଲା କୁଆଖିଆ ପୋଲିସ । ଯାଜପୁର ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଅଭିଯୁକ୍ତ ହାଜର । ଅଭିଯୁକ୍ତ ବିରୋଧରେ ୩୦୨, ୨୦୧ ଓ ଏସସି/ଏସଟି ଆକ୍ଟ ଲାଗିଛି । ଅଭିଯୁକ୍ତକୁ ୫ ଦିନ ପାଇଁ ରିମାଣ୍ଡରେ…

ରାଜ୍ୟରେ କମିଲା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୮୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

ଅତ୍ୟନ୍ତ ଲଜ୍ଜାଜନକ ଘଟଣା: ମହିଳା କମିଶନ ଅଧ୍ୟକ୍ଷା

ଯାଜପୁର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲଙ୍କ ହତ୍ୟା ଘଟଣାର ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା । ଘଟଣାସ୍ଥଳ ପରିଦର୍ଶନ କଲେ ମହିଳା କମିଶନ ଅଧ୍ୟକ୍ଷା ମୀନତି ବେହେରା । ଯାଜପୁର ଏସପି ଓ ସ୍ଥାନୀୟ ପୋଲିସକୁ ଭେଟିବେ ମହିଳା କମିଶନ ଅଧକ୍ଷା । ଗୁରୁବାର ଦିନ ମହିଳା…

୨୬/୧୧ ବିସ୍ଫୋରଣର ମାଷ୍ଟରମାଇଣ୍ଡ ଗିରଫ

ଇସଲାମାବାଦ: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଜାକିଉର ରେହମାନ ଲଖଭୀ ଗିରଫ । ଆତଙ୍କବାଦୀ ଫଣ୍ଡିଂ ମାମଲାରେ ଗିରଫ କରାଯାଇଥିବା ସୂଚନା । ପାକିସ୍ତାନର ପଞ୍ଜାବରେ ଆତଙ୍କବାଦୀଙ୍କୁ ଆର୍ଥିକ ସହାୟତା ଦେଉଥିଲା ଜାକିଉର ରେହମାନ । ପାକିସ୍ତାନର ପଞ୍ଜାବ ଆତଙ୍କବାଦୀ ନିରୋଧ ବିଭାଗର ପ୍ରବକ୍ତା…

କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର ଅସୁସ୍ଥ

ଭୁବନେଶ୍ୱର: କଂଗ୍ରେସର ବରିଷ୍ଠ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଅସୁସ୍ଥ । ଆନ୍ଦୋଳନ ସମୟରେ ଅସୁସ୍ଥ ହୋଇପଡିଥିଲେ ନରସିଂହ ମିଶ୍ର । ସେଠାରୁ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି | ସୂଚନାନୁସାରେ , ଆଜି କଂଗ୍ରେସର ୧୩୬ ତମ ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟରେ…

ପରୀ ହତ୍ୟା ମାମଲାରେ ଅଭିଯୁକ୍ତକୁ ୩ ଦିନିଆ ରିମାଣ୍ଡରେ ନେବ ଏସ୍ଆଇଟି

ପରୀ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତକୁ ଆଜିଠୁ ୩ ଦିନିଆ ରିମାଣ୍ଡରେ ନେବ ଏସ୍ଆଇଟି। ଅଭିଯୁକ୍ତକୁ ଅଧିକ ପଚରାଉଚରା ପାଇଁ ତିନିଦିନିଆ ରିମାଣ୍ଡ ଲାଗି କୋର୍ଟ ମଧ୍ୟ ଗତକାଲି ଅନୁମତି ପ୍ରଦାନ କରିଥିଲା। ଗତକାଲିର କାର୍ଯ୍ୟାନୁଷ୍ଠାନ ପରେ ଆଜି ରିମାଣ୍ଡର ପ୍ରଥମ ଦିନରେ ଅଭିଯୁକ୍ତକୁ ଜେରା…