ସାନିଟାଇଜ୍ ହେଲା ସ୍ୱର୍ଗଦ୍ୱାର
ପୁରୀ() କଟକଣା ହଟିବା ପରେ ଆଜି ପୁରୀ ସ୍ୱର୍ଗଦ୍ୱାର ସାନିଟାଇଜ୍ ହୋଇଛି । ଏବେ ସ୍ୱର୍ଗଦ୍ୱାରରେ ଅନ୍ୟ ଜିଲ୍ଲାର ଲୋକଙ୍କ ଶେଷକୃତ୍ୟ ହୋଇପାରିବ । କିନ୍ତୁ କୋଭିଡରେ ମୃତ୍ୟୁ ହେଲେ ଶବଦାହ ପାଇଁ ଅନୁମତି ମିଳିବ ନାହିଁ ।
ଏହି ପ୍ରସଙ୍ଗରେ ଜିଲ୍ଲାପାଳ କହିଛନ୍ତି ଯେ, ‘ବାହାର ଜିଲ୍ଲା ଲୋକଙ୍କ…
