ତପ୍ତପାଣି ବସ ଦୁର୍ଘଟଣା ପାଇଁ ଅନୁକମ୍ପା ରାଶି ଘୋଷଣା
ଭୁବନେଶ୍ୱର() ତପ୍ତପାଣି ବସ ଦୁର୍ଘଟଣାରେ ମୃତକଙ୍କ ପରିବାର ପାଇଁ ଅନୁକମ୍ଫା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ଉଦ୍ଧାର କାମ ତ୍ୱରାନ୍ୱିତ କରିବାକୁ ଜିଲ୍ଲାପାଳ…