Odia News Portal
Browsing Tag

tapu mishra

ସରିଲା ତପୁ ମିଶ୍ରଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ଆଉ ନାହାଁନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ର। ପଞ୍ଚଭୂତରେ ବିଲୀନ ହେଲେ ତପୁ ମିଶ୍ର। ଆଜି ଭୁବନେଶ୍ୱର ସ୍ଥିତ ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ସ୍ୱାମୀ ମୁଖ୍ୟଗ୍ନି ଦେଇଛନ୍ତି। ଅଭିନେତ୍ରୀ ଏଲିନା ଦାସ, ଉଷାସୀ ମିଶ୍ର,ରାଖି,ସୋଫିଆ ଆଲାମ,…

ତପୁ ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ତଥା ଘରେ ଘରେ ପରିଚିତ କୋକିଳକଣ୍ଠି ତପୁମିଶ୍ରଙ୍କ ଶନିବାର ରାତିରେ ବିୟୋଗ ହୋଇଛି । ତାଙ୍କ ମୃତ୍ୟୁ ଖବର ବିଜୁଳି ମାର୍ଗରେ ପ୍ରଚାର ହୋଇଥିଲା । ତେବେ ତପୁଙ୍କ ଦେହାନ୍ତ ଖବର ପାଇବା ପରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ତପୁମିଶ୍ରଙ୍କ ଚିକିତ୍ସା ଲାଗି ବିଭିନ୍ନ ମହଲରୁ ମିଳୁଛି ସହଯୋଗ

ଭୁବନେଶ୍ୱର: ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ତପୁମିଶ୍ର କରୋନାରେ ଆକ୍ରାନ୍ତ ଅଛନ୍ତି । ତାଙ୍କ ଚିକିତ୍ସାରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ସହଯୋଗ ଲୋଢ଼ିଛନ୍ତି ପରିବାର । ବିଭିନ୍ନ ମହଲରୁ ମଧ୍ୟ ସହଯୋଗ ମିଳିଥିବା କହିଛନ୍ତି ତାଙ୍କ ପରିବାର । ତପୁ ମିଶ୍ରଙ୍କ ଚିକିତ୍ସା ନିମନ୍ତେ…

କରୋନାରେ ଆକ୍ରାନ୍ତ କଣ୍ଠଶିଳ୍ପୀ ତପୁମିଶ୍ର ଗୁରୁତର

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ୨୬ଦିନ ହେବ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଓଡ଼ିଆ କଣ୍ଠଶିଳ୍ପୀ ତପୁମିଶ୍ର । ଦିନକୁ ଦିନ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗୁଡ଼ୁଥିବା ସୂଚନା ମିଳିଛି । ତାଙ୍କର ଅକ୍ସିଜେନ ଲେବଲ କମିବାରେ ଲାଗିଛି । ତେବେ ଏବେ ସେ ଭୁବନେଶ୍ୱରର ଏକ…