Odia News Portal
Browsing Tag

Teachers day

ଗୁରୁ ଦିବସ ଅବସରରେ ଓଡ଼ିଶାର ୨ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ପ୍ରଦାନ

ଭୁବନେଶ୍ୱର: ଗୁରୁ ଦିବସ ଅବସରରେ ଓଡିଶାର ଦୁଇ ଜଣଙ୍କ ସମେତ ଦେଶର ୪୪ ଜଣ ଶିକ୍ଷକଙ୍କୁ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜାତୀୟ ପୁରସ୍କାରରେ ସମ୍ମାନିତ କରାଯାଇଛି । ନୂଆଦିଲ୍ଲୀରେ ଭର୍ଚୁଆଲ୍ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶିକ୍ଷକଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି ।…

ଗୁରୁ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଗୁରୁ ଦିବସ । ଗୁରୁଙ୍କ ଲାଗି ଦିନଟିଏ । ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମଜୟନ୍ତୀକୁ ଗୁରୁ ଦିବସ ରୂପେ ପାଳନ କରାଯାଏ । ପଲ୍ଲୀରୁ ଦିଲ୍ଲୀ ସବୁଠି ପାଳି ହେଉଛି ଗୁରୁ ଦିବସ । ତେବେ ଏହି ପବିତ୍ର ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…

ଆଜି ପବିତ୍ର ଗୁରୁ ଦିବସ

ଭୁବନେଶ୍ୱର: ଗୁରୁ ବ୍ରହ୍ମା, ଗୁରୁ ବିଷ୍ଣୁ, ଗୁରୁଦେବ ମହେଶ୍ୱର । ଗୁରୁ ସାକ୍ଷାତ ପରଂବ୍ରହ୍ମ, ତସ୍ମୌଶ୍ରୀ ଗୁରବେ ନମଃ । ଯିଏ ଅନ୍ଧକାରରୁ ଆଲୋକ ଦେଖାଇଥାନ୍ତି ସେ ହେଉଛନ୍ତି ଗୁରୁ । ତେବେ ଆଜି ହେଉଛି ଗୁରୁଙ୍କ ଲାଗି ଦିନଟିଏ । ଆଜି ହେଉଛି ପବିତ୍ର ଗୁରୁ ଦିବସ । ପଲ୍ଲୀରୁ ଦିଲ୍ଲୀ ସବୁଠି…