ବିଭିନ୍ନ ଜିଲାରେ କାଳବୈଶାଖୀ ସମ୍ଭାବନା
ତାତିରୁମିଳିବ ସାମାନ୍ୟ ଆଶ୍ବସ୍ତି । ଆସନ୍ତା ୨୨ ତାରିଖ ଯାଏଁ କିଛି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ଥିବା ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଉପକୂଳ ଓଡିଶାରେ ଘଡଘଡି ସହ କେତେକ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା!-->…
