ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର
ସାରା ରାଜ୍ୟରେ ଜାରି ରହିଛି ପଞ୍ଚାୟତ ନିର୍ବାଚନ । ଫେବ୍ରୁଫରୀ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଥିବାବେଳେ ଆଜି ରାଜ୍ୟରେ ଜାରି ରହିଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ସେପଟେ ଆଉ ଦିନକ ପରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ୨୦ ତାରିଖରେ ତୃତୀୟ ପର୍ଯ୍ୟାୟରେ ନେତା!-->…
