Odia News Portal
Browsing Tag

thunder-and-heavy-rain

ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର()  ୧୨ ଜିଲ୍ଲାରେ ଝଡ଼ବର୍ଷା ହେବା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଜିଲ୍ଲା ଗୁଡ଼ିକ ହେଉଛି, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା,…