Odia News Portal
Browsing Tag

thunder

ବଜ୍ରପାତ ନେଲା ଜୀବନ

୩ ଜଣ ଛାତ୍ରଛାତ୍ରୀ ଗଛ ମୂଳରେ ଛିଡ଼ା ହୋଇଥିଲେ। ହଠାତ୍‌ ବଜ୍ରପାତ ହେବାରୁ ଟଳି ପଡ଼ିଲେ ୩ ଛାତ୍ରଛାତ୍ରୀ। ଏପରି ହୃଦୟବିଦାରକ ଘଟଣା ମୟୂରଭଞ୍ଜ ଜିଲ୍ଲା ଚାନ୍ଦୁଆ ଥାନା ଅଞ୍ଚଳରେ ଘଟିଛି। କରୋନା ପାଇଁ ସ୍କୁଲ ବନ୍ଦ ରହିଥିବାରୁ ଚାନ୍ଦୁଆ ଥାନା ବାଘୁଆଶୋଳ ଗାଁର ୧୦ମ ଶ୍ରେଣୀ ଛାତ୍ର…

 ରାଜ୍ୟରେ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର()  ରାଜ୍ୟରେ ୧୦ରୁ ଉର୍ଦ୍ଧ୍ୱ ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, କଟକ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼,…