ବାଘ ପାଦଚିହ୍ନକୁ ନେଇ ଗ୍ରାମବାସୀ ଆତଙ୍କିତ: ସତର୍କ ସୂଚନା ଜାରି କଲା ବନବିଭାଗ
ସୁନ୍ଦରଗଡ଼ ଜିଲ୍ଲା ବଣାଇ ଉପଖଣ୍ଡ ଅନ୍ତର୍ଗତ ଘୋଷରା ଗାଁ ନିକଟ ପତ୍ରାପାଲି ଜଙ୍ଗଲରେ ରବିବାର ସକାଳେ ଏକ ବାଘର ପାଦଚିହ୍ନ ଦେଖିବାକୁ ମିଳିଛି। କିଛି ଲୋକ ଏହାକୁ ମହାବଳ ବାଘର ପାଦଚିହ୍ନ ବୋଲି କହିବା ପରେ ବନ ବିଭାଗକୁ ଖବର ଦିଆଯାଇଥିଲା। ବନବିଭାଗ କର୍ମଚାରୀ ଜଙ୍ଗଲରେ ପହଞ୍ଚି…