Odia News Portal
Browsing Tag

tokio

ଟୋକିଓ ଅଲମ୍ପିକ୍‌ସରେ ଭାଗ ନେବାକୁ ଯୋଗ୍ୟତା ଅର୍ଜନ କଲେ ଭାରତୀୟ ମହିଳା ଭାରୋତ୍ତୋଳନକାରୀ ମୀରାବାଈ

ନୂଆଦିଲ୍ଲୀ: ଟୋକିସ ଅଲିମ୍ପିକ୍ସରେ ଭାଗ ନେବାକୁ ଯୋଗ୍ୟତା ଅର୍ଜନ କରିଛନ୍ତି ଭାରତୀୟ ମହିଳା ଭାରୋତ୍ତୋଳନକାରୀ ମୀରାବାଈ ଚାନୁ। ୪୯ କେଜି ଓଜନ ବର୍ଗରେ ମୀରାବାଈ ଅଲିମ୍ପିକ୍ସ ନିମନ୍ତେ ଯୋଗ୍ୟତା ହାସଲ କରିଥିବା ଅନ୍ତର୍ଜାତୀୟ ଭାରୋତ୍ତୋଳନ ମହାସଂଘ ତରଫରୁ ଶୁକ୍ରବାର ଘୋଷଣା କରାଯାଇଛି। ୨୬…