ଆସନ୍ତାକାଲି ନ୍ୟୁଜିଲାଣ୍ଡକୁ ସାମ୍ନା କରିବ ଭାରତ
ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୩ ଟି-୨୦ ମ୍ୟାଚ୍ ଶୃଙ୍ଖଳାର ପ୍ରଥମ ମୁକାବିଲା ବୁଧବାର ଖେଳାଯିବ। ନ୍ୟୁଜିଲାଣ୍ଡ ବିରୋଧରେ ଭାରତ ୱେଷ୍ଟପାକ୍ ଷ୍ଟାଡିୟମ୍ରେ ଭାରତୀୟ ସମୟ ଅପରାହ୍ନ ୧୨ଟା ୩୦ରେ ପଡ଼ିଆକୁ ଓହ୍ଲାଇବ। ଦିନିକିଆ ଶୃଙ୍ଖଳାରେ ୪-୧ରେ ଜିତିଥିବା ଭାରତ ଟି-୨୦ ଶୃଙ୍ଖଳାକୁ ନିଜର କରିବା…
