୧୫ ଜଣ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଦେଲେ ରାଜ୍ୟ ସରକାର
ଭୁବନେଶ୍ବର() ଏକକାଳୀନ ୧୫ ଜଣ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ବା ଗସ୍ତ ବିବରଣୀ ଦେଇଛନ୍ତି ରାଜ୍ୟ ସରକାର । ୧୨୯ ରୁ ୧୪୩ ନମ୍ବର କରୋନା ଆକ୍ରାନ୍ତଙ୍କ ବିବରୀଣୀ ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବଡକଥା ହେଉଛି, ଏମାନେ ସମସ୍ତଙ୍କର ରହିଛି କୋଲକାତା ଲିଙ୍କ ।…