ଆଦିବାସୀଙ୍କ ମହାମେଳି
ପଞ୍ଚାୟତ ନିର୍ବାଚନରେ ଆଦିବାସୀ ମାନଙ୍କ ପାଇଁ ସଂରକ୍ଷିତ ସରପଞ୍ଚ ପଦବୀ ଏବଂ ବ୍ଲକ ଚେୟାରମ୍ୟାନ ପଦବୀ ଗୁଡିକୁ ଉଛେଦ କରିଦେଇଥିବା ଅଭିଯୋଗରେ ବଲାଙ୍ଗିର ଜିଲ୍ଲାପାଳଙ୍କ ଅଫିସ ଘେରାଉ । ସଂରକ୍ଷଣ ଆଇନ ଲାଗୁ କରିବା ଦାବିରେ ବଲାଙ୍ଗିର ଜ଼ିଲ୍ଲାପାଳ ଅଫିସ ଆଗରେ ଧାରଣା ଦେବେ ଆଦିବାସୀ ସଂଘ ।!-->…