Odia News Portal
Browsing Tag

trump

ଟ୍ରମ୍ପ ଓ ପୁଟିନ୍‌ଙ୍କ ମଧ୍ୟରେ ବୈଠକ ଶେଷ, ଯୁଦ୍ଧବିରତି ପାଇଁ ହୋଇପାରିଲାନାହିଁ ସହମତି

ଆଲାସ୍କାର ଆଙ୍କୋରେଜରେ ବିଶ୍ବର ଦୁଇ ମହାଶକ୍ତିଙ୍କ ବୈଠକ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ହୋଇଥିବା ବୈଠକରେ ୟୁକ୍ରେନ ଯୁଦ୍ଧ, ପାରସ୍ପରିକ ସମ୍ପର୍କ ଏବଂ ସହଯୋଗ ଆଦି ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ବୈଠକରେ…

ଔଷଧ ଆମଦାନୀ ଉପରେ ୨୫୦% ଶୁଳ୍କ ବସାଇବେ ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ବା ଫାର୍ମାସୁଟିକାଲ୍ସ ଆମଦାନୀ ଉପରେ ୨୫୦ ପ୍ରତିଶତ ଶୁଳକ ବସାଇବାକୁ ଘୋଷଣା କରିଛନ୍ତି । ସେହିପରି ବିଦେଶୀ ସେମିକଣ୍ଡକ୍ଟର୍ସ ଉପରେ ବି ସେ ଶୁଳ୍କ ଲଗାଇବାକୁ ଘୋଷଣା କରିଛନ୍ତି । ଯଦି ଆମେରିକା ଦେଶ ଭାରତୀୟ ଔଷଧ ଆମଦାନୀ ଉପରେ ୨୫୦% ଶୁଳ୍କ ଲାଗୁ…

ପ୍ରଳପ କରୁଛନ୍ତି ଟ୍ରମ୍ପ୍‌ : ଭାରତ ରୁଷ୍‌ଠାରୁ ତେଲ କିଣୁନି ‌ବୋଲି ଟ୍ରମ୍ପ୍‌ ଶୁଣିବାକୁ ପାଇଲେ

ନୂଆଦିଲ୍ଳୀ: ସତରେ କଣ ଟ୍ରମ୍ପଙ୍କ ବାଚଳାମି ବଢିବାରେ ଲାଗିଛି ? କାରଣ ଆମେ ଏଇଥିପାଇଁ କହୁଛୁ ଯେ ଟ୍ରମ୍ପ ପୁଣି ଏକ ଦାବି କରିଛନ୍ତି ଭାରତର ତେଲ କିଣିବାକୁ ନେଇ । ଯାହାର କିଛି ସତ୍ୟତା ନାହିଁ । ଟ୍ରମ୍ପ ଦାବି କରି କହିଛନ୍ତି, ‘ମୁଁ ଶୁଣିବାକୁ ପାଇଲି ଯେ ଭାରତ…

ବହୁତ  କଥା କହିସାରିଲେଣି ଟ୍ରମ୍ପ: ତଥାପି ଭାରତ ସରକାର ଚୁପ

ଭାରତର ଅର୍ଥନୀତିକୁ ମୃତ କହିଲେ। ଭାରତ ଉପରେ ୨୫% ଟାରିଫ ଲଗାଇଲେ। ଏହାପରେ ଆଉ ପାଦେ ଆଗକୁ ଯାଇ ଭାରତକୁ କଟାକ୍ଷ କରି ପାକିସ୍ତାନ ସହ ଚୁକ୍ତି କଲେ। ପାକିସ୍ତାନ ଆଗାମୀ ଦିନରେ ଭାରତକୁ ତେଲ ବିକ୍ରି କରିପାରେ କଥା କହି ଛିଗୁଲାଇଲେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏତେ ସବୁ…

ଟ୍ରମ୍ପଙ୍କୁ ଛାଡ଼ପତ୍ର ଦେବେ ମେଲାନିଆ !

ୱାସିଂଟନ() ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପରାସ୍ତ ହୋଇଥିବା ଡୋନାଲ୍ଡ ଟ୍ରମ୍ପ କ୍ଷମତା ହରାଇବାକୁ ଯାଉଥିବା ବେଳେ ତାଙ୍କ ପାଇଁ ଆଉ କେତେକ ସମସ୍ୟା ସୃଷ୍ଟି ହେବାକୁ ଯାଉଛି । ନିର୍ବାଚନରେ ପରାସ୍ତ ହେବା ପରେ ଟ୍ରମ୍ପ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ ଛାଡ଼ପତ୍ର ଦେବାକୁ ଯାଉଛନ୍ତି ।…

ମୁଁ ଜିତିଛି ନିର୍ବାଚନ

ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍ ପ୍ରାର୍ଥୀ ଜୋଏ ବାଇଡେନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଧରାଶାୟୀ କରିଛନ୍ତି।ଏଥିସହ ବାଇଡେନ ଆମେରିକାର ୪୬ତମ ରାଷ୍ଟ୍ରପତି ହୋଇଛନ୍ତି । ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଏବେ ମଧ୍ୟ ପରାଜୟ ସ୍ଵୀକାର କରି ନାହାନ୍ତି। ବାଇଡେନଙ୍କ ବିଜୟ…

୭ ଦିନରେ ଆସିବ କରୋନା ଟିକା

ୱାଶିଂଟନ() ଲୋକଙ୍କ ପାଖରେ କରୋନା ଟିକା କେବେ ପହଞ୍ଚିବ? ତା’କୁ ନେଇ ଚାଲିଥିବା ବିତର୍କ ଉପରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେ କହିଛନ୍ତି, ବର୍ତ୍ତମାନ କରୋନା ଟିକା ପ୍ରସ୍ତୁତ ହୋଇଯାଇଛି ଓ ଆସନ୍ତା ସପ୍ତାହକ ମଧ୍ୟରେ ଏହା ବଜାରକୁ ଆସିବ। ଆମେରିକା…

ଟ୍ରମ୍ପ ଓ ପତ୍ନୀ ମେଲାନିଆଙ୍କୁ କରୋନା

ନୂଆଦିଲ୍ଲୀ()  କରୋନାରେ ଅଧିକ ପ୍ରଭାବିତ ହେଉଥିବା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଏହାର କବଜାକୁ ଆସିଛନ୍ତି । ଏନେଇ ଆଜି ସକାଳେ ଟ୍ରମ୍ପ ଟ୍ୱିଟ ଜରିଆରେ କହିଛନ୍ତି ଯେ, ସେ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପଙ୍କର ରିପୋର୍ଟ କରୋନା ପଜିଟିଭ୍ ଆସିଛି । ଟେଷ୍ଟ ରିପୋର୍ଟ…

ଭାରତ କରୋନା ନେଇ ଠିକ୍ ତଥ୍ୟ ଦେଇ ନାହିଁ

ନୂଆଦିଲ୍ଲୀ () ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଆଜି ଡୋନାଲ୍ଡ ଟ୍ରମ୍ପ ଓ ଡେମୋକ୍ରେଟିକ ପାର୍ଟିର ଆଶାୟୀ ପ୍ରାର୍ଥୀ ଜୋ ବିଡେନଙ୍କ ମଧ୍ୟରେ ପ୍ରଥମ ଥର ପାଇଁ ବିତର୍କ ହୋଇଛି। କରୋନା ଭାଇରସରକୁ ନେଇ ଟ୍ରମ୍ପଙ୍କୁ ଘେରିଛନ୍ତି ବିଡେନ । ଟ୍ରମ୍ପ ମଧ୍ୟ ବିଡେନଙ୍କୁ ନ ଛାଡି ତାର ଜବାବ…

ନିର୍ବାଚନ ହାରିଲେ ବି ଛାଡିବିନି ଗାଦି

ନ୍ୟୁୟର୍କ() ଆସନ୍ତା ନଭେମ୍ବରରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ । ତେବେ ଯଦି ବର୍ତ୍ତମାନର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପରାସ୍ତ ହୁଅନ୍ତି ତେବେ ସେ ଶାନ୍ତିପୂର୍ଣ୍ଣ ଭାବେ ଶାସନ ଗାଦି ଅନ୍ୟକୁ ଦେବା ପାଇଁ ମନା କରିଦେଇଛନ୍ତି । ଭବିଷ୍ୟତରେ କଣ ହେବ ତାକୁ ଅପେକ୍ଷା…