କ୍ରୀଡ଼ାମନ୍ତ୍ରୀଙ୍କ ଅଚାନକ କଳିଙ୍ଗ ଷ୍ଟାଡିୟମ୍ ଗସ୍ତ
ଭୁବନେଶ୍ୱର() ଇଲେକ୍ଟ୍ରୋନିକ, ଆଇଟି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା କଳିଙ୍ଗ ଷ୍ଟାଡିୟମ୍କୁ ଅଚାନକ ଗସ୍ତ କରିବା ସହ ଷ୍ଟାଡିୟମ୍ର ଭିତ୍ତିଭୂମି ଏବଂ ଏଠାରେ ଥିବା ହାଇ ପରଫରମାନ୍ସ ସେଣ୍ଟରଗୁଡ଼ିକର ସ୍ଥିତି ଯାଞ୍ଚ କରିଥିଲେ । ଷ୍ଟାଡିୟମ୍ ପରିସରରେ ଥିବା ଫୁଟବଲ ପଡ଼ିଅ…