ଅର୍ଥମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଏହି ଅଭିନେତ୍ରୀ
ମୁମ୍ବାଇ() ଚର୍ଚ୍ଚାରେ ଅଭିନେତ୍ରୀ ଟ୍ବିଙ୍କିଲ ଖାନ୍ନା । ବହୁ ଦୂରରେ ରହିଛନ୍ତି ହେଲେ ସେ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ ।ସାରା ଦେଶରେ ପିଆଜର ଦରବୃଦ୍ଧିକୁ ନେଇ ସେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣଙ୍କୁ ଟାର୍ଗେଟ କରିଛନ୍ତି। ନିକଟରେ ସେ ଏକ ଓ୍ବେବସାଇଟ୍ ପାଇଁ ଲେଖିଥିବା ବ୍ଲଗରେ…
