Odia News Portal
Browsing Tag

ukrain

ୟୁକ୍ରେନରେ ଫସିଛନ୍ତି ୨୦ ହଜାର ଭାରତୀୟ

ୟୁକ୍ରେନ ବିରୋଧରେ ଯୁଦ୍ଧ ଘୋଷଣା କଲା ଋୁଷିଆ । ୟୁକ୍ରେନ ସୈନବାହିନୀଙ୍କୁ ଆତ୍ମସମର୍ପଣ ପାଇଁ ପୁଟିନଙ୍କ ଆହ୍ୱାନ । ଆକ୍ରମଣ ବନ୍ଦ ପାଇଁ ପୁଟିନଙ୍କୁ ମିଳିତ ଜାତିସଂଘ ମୁଖ୍ୟଙ୍କ ପରାମର୍ଶ । ୟୁକ୍ରେନର କିଭ୍ ଓ ଖାରକିଭରେ ଋଷିଆର ମିଜାଇଲ ଆକ୍ରମଣ । ୟୁକ୍ରେନର ଅନ୍ୟାନ୍ୟ କେତେକ ଅଞ୍ଚଳରେ ମଧ୍ୟ…

ଆରମ୍ଭ ହେଲା ମହାଯୁଦ୍ଧ

ଆରମ୍ଭ ହେଲା ଋଷ- ୟୁକ୍ରେନ ଯୁଦ୍ଧ । ଯୁଦ୍ଧ ଘୋଷଣା କଲେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ । ୟୁକ୍ରେନ ଉପରେ ମିଲିଟାରୀ ଅପରେସନ ନେଇ ଘୋଷଣା କରିଛନ୍ତି ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ । ମିଲିଟାରୀ ଅପରେସନ ନେଇ ଋଷ୍ ନିର୍ଦ୍ଦେଶ ଦେଇଥିବା ଆନ୍ତର୍ଜାତୀୟ ଗଣମାଧ୍ୟମ ପକ୍ଷରୁ ସୂଚନା…

ଯୁଦ୍ଧ ହେଲେ ଭାରତ ଉପରେ କଣ ପ୍ରଭାବ ପଡିବ

ଋଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆଶଙ୍କା ବଢି ଚାଲିଥିବାରୁ ଏହାର ପ୍ରଭାବ ନେଇ ବିଶ୍ବବ୍ୟାପୀ ଚିନ୍ତା ବଢିଛି । ତେବେ ଯଦି ଯୁଦ୍ଧ ହୁଏ, ଭାରତୀୟ ବଜାରରେ ଏହାର କି ପ୍ରଭାବ ପଡିବ, ସେ ନେଇ ବିଶେଷଜ୍ଞମାନେ ଆକଳନ କରିଛନ୍ତି । ବିଶେଷକରି ତୈଳ କ୍ଷେତ୍ରକୁ ଏହା ପ୍ରଭାବିତ କରିବାର ସମ୍ଭାବନା…

ରୁଷିଆ ସେନା ୟୁକ୍ରେନ ସୀମାର ନିକଟତର

ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ଆଶଙ୍କା ବଢୁଛି । ୟୁକ୍ରେନ ସୀମାଠାରୁ ମାତ୍ର ୨୦ କିମି ଦୂରରେ ରୁଷିଆ ସେନା । ଏକ ସାଟେଲାଇଟ ଦ୍ୱାରା ସଂଗୃହିତ ଇମେଜରୁ ସ୍ପଷ୍ଟ ହୋଇଛି । ରୁଷିଆର ପଶ୍ଚିମ ଓ ଦକ୍ଷିଣ ବେଲାଋଷ ପଟୁ ସେନା ୟୁକ୍ରେନର ନିକଟତର । ଦେଶ ବାହାରେ ସେନାବାହିନୀ ମୁତୟନ ପାଇଁ ରୁଷିଆ…

ଭାରତୀୟ ନାଗରିକଙ୍କୁ ଆଣିବା ପାଇଁ ୟୁକ୍ରେନ ଗଲା ଏୟାର ଇଣ୍ଡିଆର ସ୍ୱତନ୍ତ୍ର ବିମାନ

ୟୁକ୍ରେନ ଉପରେ ରୁଷର ପଦକ୍ଷେପ ପରେ ଯୁଦ୍ଧର ଆଶଙ୍କା ବଢ଼ିଯାଇଛି ଜ୍ଝ ଏହି ପରିପ୍ରେକ୍ଷୀରେ ୟୁକ୍ରେନରେ ଫସି ରହିଥିବା ଭାରତୀୟ ନାଗରିକଙ୍କୁ ଉଦ୍ଧାର କରିବା ପାଇଁ ଅପରେସନ୍ ଆରମ୍ଭ କରିଛି ଭାରତ । ଆଜି ସକାଳ ୭:୩୦ରେ ଦିଲ୍ଲୀ ବିମାନବନ୍ଦରରୁ ଏୟାର ଇଣ୍ଡିଆର ଏକ ସ୍ୱତନ୍ତ୍ର ବିମାନ ୟୁକ୍ରେନର…

ୟୁକ୍ରେନ ସୀମାରେ ସୈନିକ ମୁତୟନ କଲା ରୁଷ

ରୁଷ ଓ ୟୁକ୍ରେନ୍‌ ଭିତରେ ଥମିନି ଯୁଦ୍ଧ ବିପଦ। ରୁଷ ପୂର୍ବରୁ ଦାବି କରିଥିଲା ଯେ, ତା’ର ସେନା ୟୁକ୍ରେନ୍‌ର ସୀମାରୁ ପଛକୁ ଫେରିବାରେ ଲାଗିଛନ୍ତି, କିନ୍ତୁ ଏପର୍ଯ୍ୟନ୍ତ ଏଭଳି ହୋଇନଥିବାର ଦେଖିବାକୁ ମିଳିଛି। କେବଳ ସେତିକି ନୁହେଁ ବେଲାରୁସ, କ୍ରିମିୟା ଓ ପଶ୍ଚିମ ରୁଷର ସୀମାରେ ମଧ୍ୟ ଏବେ…

ବଢିଲା ଯୁଦ୍ଧ ଭୟ ଭାରତୀୟ ଛାତ୍ରଛାତ୍ରୀଙ୍କୁ ତୁରନ୍ତ ୟୁକ୍ରେନ ଛାଡିବାକୁ ନିର୍ଦ୍ଦେଶ ଦେଲା ଦୂତବାସ

ୟୁକ୍ରେନ ଛାଡିବା ଲାଗି ଭାରତୀୟଙ୍କୁ ନିର୍ଦ୍ଦେଶ ଦେଲା ଦୂତାବାସ । ଦିନକୁ ଦିନ ସଙ୍କଟ ଘନୀଭୂତ ହେଉଥିବାବେଳେ ଅସ୍ଥାୟୀ ଭାବେ ୟୁକ୍ରେନ ଛାଡିବା ଲାଗି ନିର୍ଦ୍ଦେଶ ଦିଆଯାଇଛି । ଜରୁରୀ କାର୍ଯ୍ୟ ନଥିଲେ ବୁଲାବୁଲି ନ କରିବା ଲାଗି ପରାମର୍ଶ ଦିଆଯାଇଛି । ଏହା ସହ ଦୂତାବାସ ସହ ନିୟମିତ…

ଯେକୌଣସି ସମୟରେ ଋଷିଆ ଆକ୍ରମଣ କରିପାରେ

ୟୁକ୍ରେନ ଉପରେ ଭୟଙ୍କର ଆକ୍ରମଣ ପାଇଁ ଋଷିଆର ଜୋରଦାର ପ୍ରସ୍ତୁତି । ୟୁକ୍ରେନ ସୀମାନ୍ତରେ ସୈନ୍ୟ ଓ ଯୁଦ୍ଧ ସରଞ୍ଜାମ ଠୁଳ କରିବାରେ ଲାଗିଛି ଋଷିଆ । ବେଲାରୁସ, କ୍ରିମିଆ ଓ ଋଷିଆର ପଶ୍ଚିମାଞ୍ଚଳରେ ଏୟାରକ୍ରାଫ୍ଟ, ଫାଇଟର ଜେଟ୍ ମୁତୟନ କରାଯାଇଛି । ଉଭୟ ସ୍ଥଳ ଓ ଆକାଶ ମାର୍ଗରୁ ଆକ୍ରମଣ କରିବା…