Odia News Portal
Browsing Tag

Union Minister Dharmendra Pradhan

ଯୋଗ୍ୟ ଚାଷୀ ପାଇବେ ପିଏମ କିଷାନ ଲାଭ

ଭୁବନେଶ୍ୱର: ଓଡିଶାର ସମସ୍ତ ଯୋଗ୍ୟ ଚାଷୀ ପିଏମ କିଷାନ ନିଧି ସମ୍ମାନ ଯୋଜନାର ଲାଭ ପାଇବେ । ଏନେଇ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପାଇବା ପରେ ଏନେଇ ତତକ୍ଷଣାତ ପଦକ୍ଷେପ…

ଗଜପତିଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

ପୁରୀ: ପୁରୀ ଶ୍ରୀମନ୍ଦିରର ବିକାଶ କରିବା ପାଇଁ ପରିକ୍ରମା ଓ ଅନ୍ୟାନ୍ୟ ଯୋଜନା କାର୍ଯ୍ୟକାରୀ ହେଉଥିବା ବେଳେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ମହତ କାର୍ଯ୍ୟରେ ଶ୍ରମଦାନ କିମ୍ବା ଅର୍ଥଦାନ ମାଧ୍ୟମରେ ବିଶ୍ୱର ସମଗ୍ର ହିନ୍ଦୁ ସମାଜ ତଥା ବିଶେଷ ଭାବରେ ସାଢେ ୪ କୋଟି ଓଡିଆ ସାମିଲ ହେବାକୁ…

ଟିକସ ପଇସାରେ ବିକାଶ କାମ: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ପେଟ୍ରୋଲ ଓ ଡିଜେଲ ଦରବୃଦ୍ଧିକୁ ନେଇ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା । କେନ୍ଦ୍ରମନ୍ତ୍ରୀ କହିଛନ୍ତି, ପେଟ୍ରୋଲିୟମ୍ ଉତ୍ପାଦକୁ ଜିଏସଟି ବ୍ୟବସ୍ଥାରେ ଅନ୍ତର୍ଭୁକ୍ତ କରିବା ଲାଗି ଜିଏସଟି କାଉନସିଲକୁ ଅନୁରୋଧ କରାଯାଇଛି। ଏହାଦ୍ବାରା…

ଦେଶରେ ସ୍ୱଚ୍ଛତାର କ୍ରାନ୍ତି ଆଣିବା ଲକ୍ଷ୍ୟ: ଧର୍ମେନ୍ଦ୍ର

ଗୋବର୍ଦ୍ଧନ ଯୋଜନାର ଏକୀକୃତ ପୋର୍ଟାଲ ଶୁଭାରମ୍ଭ । ଭାରତର କୃଷକଙ୍କ ଅତିରିକ୍ତ ଆୟକୁ ବଢାଇବା ଓ ଦେଶର କୋଣ ଅନୁକୋଣରେ ସ୍ୱଚ୍ଛତାର କ୍ରାନ୍ତି ଆଣିବା ଦିଗରେ ଆଜି ଗୋବର୍ଦ୍ଧନ ଯୋଜନାର ଏକୀକୃତ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ। ନୂଆଦିଲ୍ଲୀ ଠାରେ କେନ୍ଦ୍ରମନ୍ତ୍ରୀ…

ଖିଣ୍ଡା ହେବ ଆଦର୍ଶ ଗ୍ରାମ: ଧର୍ମେନ୍ଦ୍ର

ଝାରସୁଗୁଡ଼ା: ଝାରସୁଗୁଡ଼ା ବିମାନବନ୍ଦରରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଉଦ୍‌ବୋଧନ ଦେଇ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଝାରସୁଗୁଡ଼ା ବିମାନବନ୍ଦର ଆଗକୁ ସଫଳତମ ବିମାନବନ୍ଦର ହେବା ସହ ଅଧିକରୁ ଅଧିକ ସ୍ଥାନକୁ…

ପଦ୍ମଶ୍ରୀ ପ୍ରକାଶ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ କେନ୍ଦ୍ରମନ୍ତ୍ରୀ

କଟକ: ସ୍ୱର୍ଗତ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ବକ୍ସିବଜାର ସ୍ଥିତ ବାସଭବନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସ୍ୱର୍ଗତ ରାଓଙ୍କ ଏକାଦଶ ଉପଲକ୍ଷେ ତାଙ୍କ ବାସଭବନକୁ ଯାଇ ତାଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଧର୍ମେନ୍ଦ୍ର । ଡି. ପ୍ରକାଶ ରାଓଙ୍କ…

ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଅନାବରଣ

ଝାରସୁଗୁଡ଼ା: ଆଜି ମୁକ୍ତି ସଂଗ୍ରାମର ମହାନାୟକ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ । ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମଜୟନ୍ତୀ ଅବସରରେ ଝାରସୁଗୁଡ଼ା ବିମାନବନ୍ଦରରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଅନାବରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | ଏହି ଅବସରରେ…

କେନ୍ଦ୍ରମନ୍ତ୍ରୀଙ୍କୁ କଳାପତାକା ପ୍ରଦର୍ଶନ

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳା ପତାକା ପ୍ରଦର୍ଶନ | ନାଲକୋ ଛକରେ ଅହେତୁକ ତେଲ ଦର ବୃଦ୍ଧି ଓ କୃଷି ଆଇନ ପ୍ରତିବାଦରେ ଯୁବ କଂଗ୍ରେସ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି । ଯୁବ କଂଗ୍ରେସର ସଭାପତି ସ୍ମୃତି ରଂଜନ ଲେଙ୍କାଙ୍କ ନେତୃତ୍ୱରେ ଯୁବ କଂଗ୍ରେସ…