Odia News Portal
Browsing Tag

up express way

ଉଦ୍‌ଘାଟିତ ହେଲା ପୂର୍ବାଞ୍ଚଳ ଏକ୍ସପ୍ରେସ ୱେ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ସୁଲତାନ୍ପୁରରେ ଏକ୍ସପ୍ରେସ ୱେ ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ । ଉଦ୍ଘାଟନ ଅବସରରେ ପୂର୍ବାଞ୍ଚଳବାସୀଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ଭୋଧନ । ପୂର୍ବାଞ୍ଚଳ ଏକ୍ସପ୍ରେସ ୱେ ହେବ ଉତ୍ତରପ୍ରଦେଶ ବିକାଶର ଏକ୍ସପ୍ରେସ୍ ବୋଲି ମୋଦି କହିଛନ୍ତି ।