Odia News Portal
Browsing Tag

update odisha

ନଜର ପକାନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୬୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ସୁନ୍ଦରଗଡ ଓ ପୁରୀ ଜିଲାରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି। କଟକ ଜିଲାରୁ ୧୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ…

କମୁନି କରୋନା କାୟା, ଦିନକରେ ୫୮ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଦିନକରେ ୫୮ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସେମାନଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ଜଣେ ପ୍ରାଣ ହରାଇଥିବାବେଳେ ବରଗଡ ଜିଲାରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି । ସେମାନଙ୍କ ମଧ୍ୟରେ…