Odia News Portal
Browsing Tag

update

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୮ ହଜାରରୁ ସାମାନ୍ୟ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨ରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪…

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ଦିନକରେ ଚିହ୍ନଟ ହୋଇଛନ୍ତି ୫୨୬ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୩୦୩ ଓ ସ୍ଥାନୀୟ ଅଂଚଳରୁ ୨୨୩ ରୋଗୀ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ୬୮ ଜଣ ଅଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪କୁ ବୃଦ୍ଧି ପାଇଛି…

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ…

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦,୭୯୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୧୮୦ ଜଣ କରୋନା ରୋଗୀଙ୍କର ପ୍ରାଣହାନି ଘଟିଛି । ଦିନକ ମଧ୍ୟରେ କରୋନାରୁ ୨୬,୭୧୮ ଜଣ ସୁସ୍ଥ ହୋଇଛନ୍ତି । ଦୈନିକ ସଂକ୍ରମଣ ହାର ୨.୧୦% ଏବଂ ସାପ୍ତାହିକ ସଂକ୍ରମଣ ହାର…

ଆଜି ରାଜ୍ୟରେ ୬ ମୁଣ୍ଡନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ଗତ ୨୪ ଘଣ୍ଟାରେ ୪୦୭ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦କୁ…

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଦୋଳି ଖେଳୁଛି କରୋନା ସଂକ୍ରମଣ । କେତେବେଳେ ୫ଶହ ଉପରେ ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି ତ ଆଉ କେତେବେଳେ ୫ଶହ ତଳେ ରହୁଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୦୭ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୭୪ ନୂଆ ରୋଗୀ ଚିହ୍ନଟ…

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଉପର ତଳକୁ ହେଉଛି ସଂକ୍ରମଣ ଗ୍ରାଫ୍। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ଅନ୍ୟପଟେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୨୮ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮…

ଆଜି ରାଜ୍ୟରେ ୫ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ତଳ ଉପର ହେଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ତେବେ ପ୍ରତିଦିନ ଗଢ଼ୁଛି ମୁଣ୍ଡ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୫ ଜୀବନ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ…

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୨୪,୩୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କେବଳ କେରଳରୁ ୧୩,୮୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୫ ମୃତ୍ୟୁବରଣ କରିଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୯୧,୦୬୧କୁ ବୃଦ୍ଧି ପାଇଛି। ଦିନକରେ ଆଉ…

ଜାଣନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନାର ସ୍ଥିତି

ଭୁବନେଶ୍ୱର: ରାଜ୍ୟରେ ତଳ ଉପର ହେଉଛି କରୋନା ସଂକ୍ରମଣ । କେତେବେଳେ ୫ଶହ ଉପରେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା ତ ଆଉ କେତେବେଳେ ତଳକୁ ଖସୁଛି ।ଏହାରି ଭିତରେ ଶୁକ୍ରବାର ସଂଧ୍ୟାସୁଦ୍ଧା ମୋଟ ୪୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୨୮୧ ଓ ସ୍ଥାନୀୟ…