ନୃତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ଅବଦାନ ପାଇଁ ସାଲୁ ଜିନ୍ଦଲଙ୍କୁ ଉର୍ବଶୀ ପୁରସ୍କାର
ଭୁବନେଶ୍ୱର() ଭାରତୀୟ ନୃତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଶିଷ୍ଟ କୁଚ୍ଚିପୁଡି ନୃତ୍ୟାଙ୍ଗନା ତଥା ଜେଏସପିଏଲ ଫାଉଣ୍ଡେସନର ଅଧ୍ୟକ୍ଷା ଶ୍ରୀମତୀ ସାଲୁ ଜିନ୍ଦଲଙ୍କୁ ସମ୍ମାନଜନକ ଉର୍ବଶୀ ପୁରସ୍କାରରେ ସମ୍ମାନୀତ କରାଯାଇଛି । ପ୍ରସିଦ୍ଧ ସଙ୍ଗୀତଜ୍ଞ ପ୍ରଦ୍ମଶ୍ରୀ ପ୍ରଫୁଲ…