କଂଗ୍ରେସ ଛାଡିଲେ ଉର୍ମିଳା
ବଲିଉଡ୍ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ଚଳିତବର୍ଷ ଲୋକସଭା ନିର୍ବାଚନରେ କଂଗ୍ରେସରେ ଯୋଗ ଦେଇଥିବା ବେଳେ ମାତ୍ର ମାସ କେଇଟା ଭିତରେ ଦଳ ଛାଡିଛନ୍ତି। ମଙ୍ଗଳବାର ସେ ଦଳ ଛାଡିଥିବା ଘୋଷଣା କରିଥିବା ବେଳେ ଦଳ ପକ୍ଷରୁ ଏପର୍ଯ୍ୟନ୍ତ ତାଙ୍କ ଇସ୍ତଫାକୁ ଗ୍ରହଣ କରାଯାଇ ନଥିବା ସେ କହିଛନ୍ତି।…
