ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କଲେ ବାଇଡେନ୍
ନୂଆଦିଲ୍ଲୀ: ଆସନ୍ତା ଅପ୍ରେଲ ୨୨-୨୩ ଆୟୋଜିତ ହେବ । ଜଳବାୟୁ ସମ୍ମିଳନୀରେ ଯୋଗଦାନ କରିବାକୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆମନ୍ତ୍ରଣ କରିଛନ୍ତି। ରାଷ୍ଟ୍ରପତି ବାଇଡେନଙ୍କ ଏହି ଆମନ୍ତ୍ରଣକୁ ପ୍ରଧାନମନ୍ତ୍ରୀ ମୋଦୀ ସ୍ୱାଗତ କରିଛନ୍ତି ଏବଂ!-->…
