ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ: ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଗୁରୁବାର ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ। ଏହି ଅବସରରେ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଆୟୋଜନ କରାଯାଇଛି। ବିଧାନସଭା ପରିସରରେ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁଷ୍ପ ମାଲ୍ୟାର୍ପଣ କରିଛନ୍ତି।ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପଞ୍ଚାୟତରାଜ…