Odia News Portal
Browsing Tag

vigilance

ଡ୍ରଗ୍ସ କଣ୍ଟ୍ରୋଲର ପ୍ରିନ୍ସିପାଲ ସାଇଣ୍ଟିଫିକ୍ ଅଫିସର ଦେବାଶିଷ ପଣ୍ଡାଙ୍କ ଘରେ ପଶିଲା ଭିଜିଲାନ୍ସଘରେ ପଶିଲା…

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଡ୍ରଗ୍ସ କଣ୍ଟ୍ରୋଲର ଅଫିସର ପ୍ରିନ୍ସିପାଲ ସାଇଣ୍ଟିଫିକ୍ ଅଫିସର ଦେବାଶିଷ ପଣ୍ଡାଙ୍କ ବାସଭବନ ଗ୍ରେଟର ସମ୍ବଲପୁର, କାଇଁସିର ସ୍ଥିତ କାର୍ଯ୍ୟାଳୟ, ଭୁବନେଶ୍ବର ଓ ବ୍ରହ୍ମପୁର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଚାଲିଛି |  ସ୍ୱତନ୍ତ୍ର…

ଭିଜିଲାନ୍ସ ଜାଲରେ ତମାଣ୍ଡୋ ଥାନା ଏସଆଇ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତମାଣ୍ଡୋ ଥାନା ଏସଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ଭୁବନେଶ୍ୱର ଓ ନୟାଗଡ଼ର ୩ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ରାଜଧାନୀର ପାଇକନଗରରେ ଥିବା ଏସଆଇଙ୍କ ଚାରି ମହଲା କୋଠା, ନୟାଗଡ଼ ଜିଲ୍ଲା ରଣପୁର ଥାନା ନଛିପୁରରେ ଥିବା

ଗିରଫ ହେଲେ କୋଟିପତି ଡାକ୍ତର

ଭିଜିଲାନ୍ସ ଇତିହାସରେ ରେକର୍ଡ । ଡାକ୍ତରଙ୍କ ସମ୍ପତ୍ତି ଦେଖି ଜଳକା ହେଇଗଲେ ଭିଜିଲାନ୍ସ ଅଧିକାରୀ । ଗିରଫ ହୋଇଛନ୍ତି କାକଟପୁର ଚାରିଛକରେ କାର୍ୟ୍ୟରତ ଡାକ୍ତର ସୁକାନ୍ତ ଜେନା । ସାରା ରାତି ଡାକ୍ତରଙ୍କ ଘରେ ଚାଲିଥିଲା ଟଙ୍କା ଗଣା । ଲାଞ୍ଚ ନେବା ବେଳେ ଧରାପଡ଼ିବା ପରେ ଖୋଲିଛି ଡାକ୍ତର

ଭିଜିଲାନ୍ସକୁ ଚ୍ୟାଲେଞ୍ଜ ଦେଲେ ପତ୍ନୀ

ପୁଳାପୁଳା ଟଙ୍କା । ଗଣ୍ଡାଗଣ୍ଡା ଗାଡି ।ଚାରି ଚାରିଟା ଘର ଠାବ ହେବା ପରେ ଆଜି ଗିରଫ ହୋଇଛନ୍ତି କୋଟିପତି ଅତିରିକ୍ତ ଏସପି । ପୋଲିସ କମ୍ୟୁନିକେସନ ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ

ଭିଜିଲାନ୍ସ ଜାଲରେ ପୋଲିସ ବାବୁ

ଭିଜିଲାନ୍ସ ଜାଲରେ ପଡିଛନ୍ତି ପୋଲିସ ବାବୁ । ପୋଲିସ କମ୍ୟୁନିକେସନର ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କ ଘର ଓ ଅଫିସ ସମେତ ୧୧ଟି ସ୍ଥାନରେ ଚଢାଉ କରାଯାଉଛି । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ କରୁଛି ଭିଜିଲାନ୍ସ ଟିମ୍ । ଭୁବନେଶ୍ୱର ମନୋରମା ଇଷ୍ଟେଟ୍ରେ ଥିବା ଫ୍ଲାଟ,

ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ

ଆୟ ବର୍ହିିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ ଜିଲ୍ଲା ଅତିରିକ୍ତ ଯୋଗାଣ ଅଧିକାରୀ ଜୟନ୍ତ କୁମାର ଦାସଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ଜୟନ୍ତଙ୍କ ବାସଭବନ ଓ ଅଫିସ ସହ ୬ ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ରେଡ କରାଯାଇଛି । ଚଢ଼ାଉ ବେଳେ ତାଙ୍କ ଘରୁ ନଗଦ ୨ ଲକ୍ଷ ୭୪

ଭିଜିଲାନ୍ସ ଜାଲରେ କନଷ୍ଟେବଳ

ଭିଜିଲାନ୍ସ ଜାଲରେ କନଷ୍ଟେବଳ । ବ୍ରହ୍ମପୁର ପୋଲିସରେ କନଷ୍ଟେବଳ ନଂ ୭୪୨ ସୁଦର୍ଶନ ପ୍ରଧାନଙ୍କ ଘରେ ଭିଜିଲାନ୍ସ ଚଢଉ କରିଛି ।ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢଉ କରାଯାଉଛି । ଏକକାଳୀନ ୩ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢଉ କରିଛି । ବ୍ରହ୍ମପୁରସ୍ଥିତ ୩ ମହଲା କୋଠା,

କୁବେର ଜେଇଙ୍କ ଘରୁ ପୁଳାପୁଳା ଟଙ୍କା ଜବତ

ସ୍ୱାଧିକାର ନ୍ୟୁଜ : କୁବେର କନିଷ୍ଠ ଯନ୍ତ୍ରୀଙ୍କ ପାଖରୁ ପୁଳା ପୁଳା ଟଙ୍କା ଜବତ ହୋଇଛି । ଅମାପ ସମ୍ପତିର ଅଧିକାରୀ ହେଉଛନ୍ତି ଆଇଟିଡିଏର ଜେଇ ସନ୍ତୋଷ ଦାସ । ଭିଜିଲାନ୍ସ ଚଢ଼ାଉ ବେଳେ ତାଙ୍କ ଘରୁ ମୋଟ ୪୧ଲକ୍ଷ ୭୭ ହଜାର ଟଙ୍କା ସହ ୬୫୯ ଗ୍ରାମ ସୁନା ଜବତ କରାଯାଇଛି । ଭୁବନେଶ୍ୱର ବଡଗଡ

ଆଇଟିଡିଏ ଆସିଷ୍ଟାଣ୍ଡ ଇଂଜିନିୟରଙ୍କ ଘରେ ଚଢାଉ

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବାରିପଦା ଆଇଟିଡିଏ ଆସିଷ୍ଟାଣ୍ଡ ଇଂଜିନିୟର ସନ୍ତୋଷ କୁମାର ଦାସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୧୧ଟି ବଡ଼ ଧରଣର ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ । ଚଢ଼ାଉରେ ୧୦ ଜଣ ଡିଏସପି, ୪ଜଣ ଇନିସ୍ପେକ୍ଟର ଓ ୩୦ ଜଣ କର୍ମଚାରୀ ନିୟୋଜିତ ଅଛନ୍ତି ।

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ବାରିପଦା ITDAର କନିଷ୍ଠ ଯନ୍ତ୍ରୀଙ୍କ ଘରେ ଆଜି ସକାଳୁ ହେଉଛି ଭିଜିଲାନ୍ସ ଚଢ଼ାଉ । ITDA କନିଷ୍ଠ ଯନ୍ତ୍ରୀ ସନ୍ତୋଷ ଦାସଙ୍କ ଘରେ ଆଜି ସକାଳୁ ଭିଜିଲାନ୍ସ ଟିମ ଚଢ଼ାଉ କରିଛି  । ବହୁତ ଦିନ ପୂର୍ବରୁ ସନ୍ତୋଷ ଭିଜିଲାନ୍ସ ସ୍କାନରରେ ରହିଥିଲେ।