Odia News Portal
Browsing Tag

vigilance raid

ଭିଜିଲାନ୍ସ ଜାଲରେ ତମାଣ୍ଡୋ ଥାନା ଏସଆଇ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତମାଣ୍ଡୋ ଥାନା ଏସଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ଭୁବନେଶ୍ୱର ଓ ନୟାଗଡ଼ର ୩ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ରାଜଧାନୀର ପାଇକନଗରରେ ଥିବା ଏସଆଇଙ୍କ ଚାରି ମହଲା କୋଠା, ନୟାଗଡ଼ ଜିଲ୍ଲା ରଣପୁର ଥାନା ନଛିପୁରରେ ଥିବା…

ଭିଜିଲାନ୍ସ ଜାଲରେ ରାୟଗଡ଼ା ଅବକାରୀ ଅଧୀକ୍ଷକ

ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲ୍ଲା ଅବକାରୀ ଅଧୀକ୍ଷକ । ରାୟଗଡ଼ାର ଅବକାରୀ ଅଧୀକ୍ଷକ ନିନା ବେଉରାଙ୍କୁ ୬ ଲକ୍ଷ ଟଙ୍କା ସହ ଧରିଛି ଭିଜିଲାନ୍ସ । ନିନା ବେଉରା ଅନୈତିକ ଉପାୟରେ ଅର୍ଜିତ ଟଙ୍କା ସହ ରାୟଗଡ଼ାରୁ ଭୁବନେଶ୍ୱର ଆସୁଥିବା ଖବର ପାଇ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିବା ପାଇଁ…

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଧିକାରୀ, ୧୦ ଲକ୍ଷ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

ଭିଜିଲାନ୍ସ ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ । ସମ୍ବଲପୁର ଭିଜିଲାନ୍ସ ଡିଭିଜନର ଜଣେ ଇନ୍ସପେକ୍ଟର ଲାଞ୍ଚ ନେଉଥିବା ବେଳେ ନିଜ ବିଭାଗର ଅଧିକାରୀଙ୍କ ହାତରେ ଧରାପଡ଼ିଛନ୍ତି । ସୂଚନା ଅନୁଯାୟୀ, ସମ୍ବଲପୁର ଭିଜିଲାନ୍ସ ଡିଭିଜନର ଇନ୍ସପେକ୍ଟର ମାନସୀ ଜେନା ଜଣେ ସରକାରୀ ଅଧିକାରୀଙ୍କ ଠାରୁ…

ଭିଜିଲାନ୍ସ ହାତରେ ଫରେଷ୍ଟର ହରିହର ସ୍ବାଇଁ

ଭିଜିଲାନ୍ସ ଜାଲରେ ଛନ୍ଦି ହେଲେ ଆଉ ଜଣେ ସରକାରୀ ବାବୁ | ଲାଞ୍ଚ ନେବା ସମୟରେ ମାଡି ବସିଲା ଭିଜିଲାନ୍ସ | ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ସିନ୍ଧେକେଲା ଜଙ୍ଗଲ ବିଟର ଫରେଷ୍ଟର ହରିହର ସ୍ବାଇଁ । ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବନ ବିଭାଗ ଅଧିନରେ ଥିବା…

ଭିଜିଲାନ୍ସ ଜାଲରେ ଲାଇଭଷ୍ଟକ ଇନ୍ସପେକ୍ଟର

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାରାହାଙ୍ଗ ଲାଇଭ୍‌ ଷ୍ଟକ୍‌ ଇନ୍‌ସପେକ୍ଟର ଜଗନ୍ନାଥ ରାଉତ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ ହୋଇଥିବା ସୂଚନା ମିଳିଛି । ଭୁବନେଶ୍ୱରର ରଘୁନାଥପୁରରେ ୭ଟି ସ୍ଥାନ ସହ…

ନିଲମ୍ବିତ ଏଏସଆଇଙ ଘରେ ଭିଜିଲାନ୍ସ ଚଢ଼ାଉ

ମାଲକାନଗିରି ଜିଲ୍ଲା ମାଥିଲି ଥାନା କର୍ତ୍ତନପାଲି ଫାଣ୍ଡିର ନିଲମ୍ବିତ ଏଏସଆଇ ଜୟଦାସ ଖରାଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଛି । ମାଲକାନଗିରି, କୋରାପୁଟ ଓ ସୁନାବେଡ଼ା ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ ।…

୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ସେକ୍ସନ ଅଫିସର

ଭଦ୍ରକ ଜିଲ୍ଲା ସାଂଳପୁର ସ୍ଥିତ ଆଇଜିଏମ କଲେଜର ସେକ୍ସନ ଅଫିସର ଭିଜିଲାନ୍ସ ପଞ୍ଝା ରେ ପଡିଛନ୍ତି । ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ରାସ୍ତା ମଝିରେ ସେକ୍ସନ ଅଫିସରଙ୍କୁ ପ୍ରଭାତ କୁମାର ନାୟକ ମାଡିବସିଲା ଭିଜିଲାନ୍ସ । ସୂଚନା ଅନୁଯାୟୀ ଆଇ ଜି ଏମ କଲେଜର ପୂର୍ବତନ…

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି । କେନ୍ଦ୍ରାପଡ଼ାର ବରିଷ୍ଠ କିରାଣୀ ସମରାଇ ହେମ୍ବ୍ରମ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ୨ ମାସ ଧରି ଅଟକି ରହିଥିବା ପେନସନ ବିଲ୍‌ କରାଇଦେବାକୁ କହି ଜଣେ ଅବସରପ୍ରାପ୍ତ ଶିକ୍ଷୟତ୍ରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଖବର ପାଇ ଭିଜିଲାନ୍ସ…

ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ । ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳ । ଗଞ୍ଜାମ ଓ ଭୁବନେଶ୍ୱର ସମେତ ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ । ଭଞ୍ଜନଗର ସ୍ଥିତ ଅଫିସ, କ୍ୱାର୍ଟସ, ଖଲ୍ଲିକୋଟ ଲଙ୍ଗଳେଶ୍ୱରରେ ଥିବା ପୈତୃକ ଘରେ…

ଭିଜିଲାନ୍ସ ଜାଲରେ କୋଅପରେଟିଭ ସୋସାଇଟି ଇନ୍ସପେକ୍ଟର

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ସର୍ଗିପାଲୀର କୋଅପରେଟିଭ ସୋସାଇଟି ଓ ନିୟନ୍ତ୍ରିତ ବଜାର କମିଟି ଇନ୍ସପେକ୍ଟର ଏବଂ ସଂପାଦକ ବନମାଳୀ ନାଏକଙ୍କ ବିଭିନ୍ନ ଠିକଣାରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ସୁନ୍ଦରଗଡ଼ ତଳସଙ୍କରା ମ ଉଜାରେ ଥିବା ଦୁଇଟି ତିନି ମହଲା କୋଠା, ଦୁଇ ମହଲା କୋଠା, କୁକୁର…