Odia News Portal
Browsing Tag

vigilance raid

ଭିଜିଲାନ୍ସ ଜାଲରେ ସହକାରୀ ଜିଲ୍ଲାପାଳ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ । ରାଉରକେଲା ଏଡିଏମ ଅଫିସର ଆସିଷ୍ଟାଣ୍ଟ କଲେକ୍ଟର ମନୋରଞ୍ଜନ ନାୟକଙ୍କ ଘରେ ରେଡ୍ । ଭିଜିଲାନ୍ସ ବିଭାଗର ୫ଟି ଟିମ୍ ଏକ ସମୟରେ ୫ଟି ସ୍ଥାନରେ ଚଢାଉ ଜାରି ରଖିଛନ୍ତି । ଏକା ସାଙ୍ଗରେ ଛେଣ୍ଡ କଳିଙ୍ଗ ବିହାର ଅଞ୍ଚଳରେ ଦୁଇଟି ଘରେ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ

ଲାଞ୍ଚ ନେଇ ଫସିଲେ ନରସିଂହପୁର ଥାନା ଅଧିକାରୀ । କଟକ ଜିଲ୍ଲା ନରସିଂହପୁର ଥାନା ଆଇଆଇସି ଅଲେଖ ଗରଡିଆ । ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ । ଥାନା ଅଧିକାରୀ ଅଲେଖ ଗରଡିଆଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଉଛି । ସୂଚନା ଅନୁସାରେ ଏକ ମାମଲାର…

ସୋନୁଙ୍କ ଘରେ ତୃତୀୟ ଦିନରେ ଭିଜିଲାନ୍ସ ଚଢ଼ାଉ

ମୁମ୍ବାଇ: ଅଭିନେତା ସୋନୁ ସୁଦଙ୍କ ଘରେ ତୃତୀୟ ଦିନରେ ଭିଜିଲାନ୍ସ ଚଢ଼ାଉ । ସୋନୁ ସୁଦଙ୍କ ଘର ଓ ଅଫିସ ସମେତ ୬ଟି ସ୍ଥାନରେ ଆୟକର ବିଭାଗ ଲଗାତାର ତୃତୀୟ ଥର ପାଇଁ ଚଢ଼ାଉ କରିଛି । ସୂତ୍ରରୁ ମିଳିଥିବା ଖବର ମୁତାବକ, ଏହି ଚଢ଼ାଉରେ ଟ୍ରାକ୍ସ ହେରାଫେରି ମାମଲାରେ ଶକ୍ତ ପ୍ରମାଣ ମିଳିଛି । ସୂଚନା…

ଭିଜିଲାନ୍ସ ଜାଲରେ କୋଟିପତି ଡ୍ରାଇଭରଙ୍କ ସମେତ ୩ ଅଧିକାରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଫସିଛନ୍ତି ଜଣେ କୋଟିପତି ଡ୍ରାଇଭରଙ୍କ ସମେତ ୩ ଅଧିକାରୀ । ଯାହାଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗ ହୋଇଛି । ସୂଚନାନୁଯାୟୀ ଆଜି ବଲାଙ୍ଗୀର ୱେସ୍କୋ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ବିଭୁତି ଭୂଷଣ ବିନ୍ଧାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି ।…

ଭିଜିଲାନ୍ସ ଜାଲରେ ଆଉ ଜଣେ କୋଟିପତି ଅଙ୍ଗନବାଡି କର୍ମୀ,ଏକକାଳୀନ ୫ଟି ସ୍ଥାନରେ ଚଢାଉ

ଭିଜିଲାନ୍ସ ଜାଲରେ ଫସିଛନ୍ତି ଆଉ ଜଣେ କୋଟିପତି ଅଙ୍ଗନବାଡି କର୍ମୀ। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ଜିଲ୍ଲା ପିପିଲି ଥାନା ଅନ୍ତର୍ଗତ ହାଟସାହି ଗାଁର ଅଙ୍ଗନବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ସନ୍ଧ୍ୟାରାଣୀଙ୍କ ପୈତୃକ ଘର ସମେତ…

ଭିଜିଲାନ୍ସ ଜାଲରେ ଫାର୍ମାସିଷ୍ଟ , କୋଟି କୋଟି ସମ୍ପତ୍ତି ଠାବ

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋଟିପତି ଫାର୍ମାସିଷ୍ଟ। ବାରିପଦା ରଙ୍ଗାମାଟିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନସ୍ଥ ଭାଲ୍କି ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଫାର୍ମାସିଷ୍ଟ ଭାବେ କାର୍ୟ୍ୟରତ ସଞ୍ଜୀବ କୁମାର ପତି(୫୬)ଙ୍କ ତୁଳସୀଚଉରାସ୍ଥିତ…