Odia News Portal
Browsing Tag

vigilance

ଓଡିଶା ପୋଲିସ ହାଉସିଙ୍ଗ ଆଣ୍ଡ ଫ୍ୱେଲଫେୟାର କର୍ପୋରେସନ ଡେପୁଟି ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ

ଓଡିଶା ପୋଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନ୍ (ଓପିଏଚ୍ଡବ୍ଲୁସି) ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କ ଘରେ ଆୟ ଭହିବୁର୍ତ୍ତ ସମ୍ପତି ଠୁଳ କରିବା ଅଭିଯୋଗରେ ଆଜି ଓଡିଶା ଭିଜିଲାନ୍ସ ଅଧିକାରୀ ଏକାଧିକ ସ୍ଥାନରେ ଚଢାଉ କରିଛନ୍ତି। ଦୁର୍ନୀତି ନିବାରଣ ସଂସ୍ଥାର ସ୍ଲୁଥସ୍…

ଭିଜିଲାନ୍ସ ଜାଲରେ ଫାଣ୍ଡି ଅଧିକାରୀ

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ଜିଲ୍ଲାର ମହାବିରୋଡ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲ । ୭ଟି ଘର ଓ ଫାର୍ମ ହାଉସରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ଜିଲ୍ଲାର ମହାବିରୋଡ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲ ।…

ପ୍ରସନ୍ନ ବେହେରାଙ୍କୁ ରିମାଣ୍ଡରେ ଆଣିବ ଭିଜିଲାନ୍ସ

ଭୁବନେଶ୍ୱର: ବହିଷ୍କୃତ କନେଷ୍ଟବଳ ପ୍ରସନ୍ନ ବେହେରାଙ୍କୁ ରିମାଣ୍ଡରେ ଆଣିବ ଭିଜିଲାନ୍ସ । ଗତକାଲି ଆୟବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କ ଘର ସମେତ ୫ଟି ଠିକଣା ଉପରେ ଚଢାଉ କରିଥିଲା ଭିଜିଲାନ୍ସ । ଜବତ ସଂପତ୍ତି ତାଲିକା କରିବା ପରେ ପ୍ରସନ୍ନଙ୍କୁ ରିମାଣ୍ଡରେ ନେବ ଭିଜିଲାନ୍ସ ।…

ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର: କମିଶନରେଟ ପୋଲିସର ବହିଷ୍କୃତ କନେଷ୍ଟବଳ ପ୍ରସନ୍ନ କୁମାର ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି । ଏକକାଳୀନ ୫ଟି ସ୍ଥାନରେ ଚଢାଉ ଚାଲିଛି । ୫ଟି ଭିଜିଲାନ୍ସ ଟିମ୍ ଚଢାଉରେ ନିୟୋଜିତ ଅଛନ୍ତି । ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ବହିଷ୍କୃତ କନେଷ୍ଟବଳଙ୍କ ବିରୋଧରେ ଚଢାଉ…

ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ହୋଇଛି ଏହି ଚଢ଼ାଉ।ପ୍ରଦୀପଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ଚଢ଼ାଉ କରାଯାଇଥିବା ବେଳେ ତାଙ୍କ ସମ୍ପର୍କୀୟ ଓ ସହଯୋଗୀଙ୍କ ଘରେ ମଧ୍ୟ ରେଡ୍…

ଦେବଗଡ ଜିଲ୍ଲା ତିଳେଇବଣି କନିଷ୍ଠ ଯନ୍ତ୍ରୀଙ୍କ ବିରୋଧରେ ଭିଜିଲାନ୍ସ ଚଢାଉ

ଦେବଗଡ: ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଦେବଗଡ ଜିଲ୍ଲା ତିଳେଇବଣି ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ବିକାଶ ବେହେରାଙ୍କ ବିରୋଧରେ ଭିଜିଲାନ୍ସ ଚଢାଉ ହୋଇଛି । ଆଜି ସକାଳେ ବିକାଶଙ୍କ ବଳମ ସ୍ଥିତ ବାସଭବନ ଓ କଣ୍ଢଳ ସ୍ଥିତ ଶ୍ୱଶୁର ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଚଢଉ ବେଳେ…

ଭିଜିଲାନ୍ସ ଜାଲରେ ଜଳ ସମ୍ପଦ ବିଭାଗ ଅଧିକ୍ଷଣ ଯନ୍ତ୍ରୀ

ଯାଜପୁର: ଭିଜିଲାନ୍ସ ଜାଲରେ ଜଳ ସମ୍ପଦ ବିଭାଗ ଅଧିକ୍ଷଣ ଯନ୍ତ୍ରୀ। କେଉଁଝର ଜିଲ୍ଲା ଆନନ୍ଦପୁର ବୈତରଣୀ ଜଳ ସମ୍ପଦ ବିଭାଗର ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ବିଧାନ ଚନ୍ଦ୍ର ସାହୁଙ୍କ ନିକଟରୁ ୧୦ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ। ସେ ଟଙ୍କା ନେଇ ଯାଉଥିବା ଖବର ପାଇଥିଲା ଭିଜିଲାନ୍ସ।…

ଭିଜିଲାନ୍ସ ପଞ୍ଝାରେ ଥାନାବାବୁ

ପୁରୀ: ଚୋର ଡକାୟତଙ୍କୁ ଧରି ଜେଲ ପଠାଉଥିବା ପୋଲିସ ଏଵେ ଭିଜିଲାନ୍ସ ହାତରେ ଧରା ପଡି ଜେଲ ଯିବା ଘଟଣା ଗୋପରେ ଚର୍ଚ୍ଚାର ବିଷୟ ପାଲଟିଛି। ଭିଜିଲାନ୍ସ ଜାଲରେ ଫସିଛନ୍ତି ଗୋପ ଥାନା ଏଏସଆଇ ରାଧାଶ୍ୟାମ ନାୟକ। ଏକ ଜମିବାଡି ଵିଵାଦ ସମାଧାନ ପାଇଁ ୨ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଜି…

ଭିଜିଲାନ୍ସ ପଞ୍ଝାରେ ବିଦ୍ୟୁତ୍ ବିଭାଗ ଏସଡିଓ

କେନ୍ଦୁଝର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନେସ୍କୋ ଇଲେକ୍ଟ୍ରିକାଲ ଏସଡିଓ ମହେଶ୍ୱର ସେଠୀଙ୍କ କେନ୍ଦୁଝର ସ୍ଥିତ ବାସଭବନ ଓ ଅନ୍ୟ ତିନିଟି ସ୍ଥାନରେ ଚଢାଉ କରିିଛି ଭିଜିଲାନ୍ସ । ଭିଜିଲାନ୍ସର ଚାରିଟି ଟିମ୍ ମହେଶ୍ୱରଙ୍କ କେନ୍ଦୁଝର ସ୍ଥିତ ବାସଭବନ, ଅଫିସ, ଘଟଗାଁ ଓ ତାଙ୍କର ପୈତୃକ…

ଓସିସିଏଲ୍ ସିନିୟର ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସମ୍ବଲପୁର: ଭିଜିଲାନ୍ସ ଜାଲରେ ଫସିଛନ୍ତି ଓସିସିଏଲ୍ ସିନିଅର ମ୍ୟାନେଜର । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ନିର୍ମାଣ ନିଗମ ବା ଓସିସିଏଲ୍ ସିନିଅର ମ୍ୟାନେଜର ରଞ୍ଜନ କୁମାର ଡାଙ୍ଗଙ୍କ ଘରେ ରେଡ ହୋଇଛି । ଏହି ମାମଲାରେ ସମ୍ବଲପୁର ଚୈତନ୍ୟ ନଗର ବାସଭବନରରେ ଚଢ଼ଉ ଜାରି ରହିଛି ।…