ଭିଜିଲାନ୍ସ ପଞ୍ଝାରେ ପିଇଓ
ଢ଼େଙ୍କାନାଳ: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପିଇଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଢେ଼ଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ କେରେଜୋଳି ପଂଚାୟତର ପିଇଓ ସନ୍ତୋଷ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ସେ ଭୁବନ ବ୍ଲକ ଦିଘି ଓ ମଠକରଗୋଳା ପଞ୍ଚାୟତର ପିଇଓ ଥିଲା ବେଳେ ଆୟ ବହିର୍ଭୁତ!-->…