Odia News Portal
Browsing Tag

vigilanceraid

ଭିଜିଲାନ୍ସ ଜାଲରେ ଜଳେଶ୍ୱର ବିଡିଓ ଅଶ୍ୱିନୀ କୁମାର ଦାସ

ସରକାରୀ ବାସଭବନ ସମେତ ୫ଟି ସ୍ଥାନରେ ଭିଜିଲାନ୍ସର ଚଢ଼ାଉ । ତେବେ ବାଲେଶ୍ଵର ଜିଲ୍ଲା ଜଳେଶ୍ୱର ବିଡ଼ିଓ ଅଶ୍ୱିନୀ କୁମାର ଦାସଙ୍କ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ କଟକ ଡିଭିଜନର ୫ ଜଣିଆ ଟିମ ଆଜି ଭୋର ସମୟରେ ଜଳେଶ୍ଵର ବିଡ଼ିଓଙ୍କ ସରକାରୀ ବାସଭବନରେ ଚଢ଼ାଉ କରିଛନ୍ତି।…

ଭିଜିଲାନ୍ସ ପଞ୍ଝାରେ ଟିଡିସିସି ଜିଲ୍ଲା ପରିଚାଳକ

ସୁନ୍ଦରଗଡ଼: ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ସୁନ୍ଦରଗଡ଼ ଆଦିବାସୀ ଉନ୍ନୟନ ସମବାୟ ନିଗମର(ଟିଡିସିସି) ଜିଲ୍ଲା ପରିଚାଳକ ଜୟପ୍ରକାଶ ମହାନ୍ତି । ଆଜି ସକାଳୁ ସେ ଏକ କାରରେ ୧୯ ଲକ୍ଷ ଟଙ୍କା ନେଇ ସୁନ୍ଦରଗଡ଼ରୁ ଯାଉଥିଲେ । କୌଣସି ବିଶେଷ ସୂତ୍ରରୁ ଖବର ପାଇବା ପରେ ଭିଜିଲାନ୍ସ ଚଢ଼ାଉ କରିଥିଲା ।…