ଚାରି ହଜାରରୁ ଅଧିକ ‘ପଡ଼ା’କୁ ମିଳିବ ରାଜସ୍ୱ ଗାଁର ମାନ୍ୟତା
ଭୁବନେଶ୍ବର : ରାଜ୍ୟର ଚାରି ହଜାରରୁ ଅଧିକ ‘ପଡ଼ା’କୁ ନୂଆ ରାଜସ୍ବ ଗାଁର ମାନ୍ୟତା ମିଳିବ। ରାଜସ୍ବ ଗ୍ରାମ ସୃଷ୍ଟି ପାଇଁ ନୂଆ ନିୟମାବଳୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏ ନେଇ ସବୁ ଜିଲ୍ଲାପାଳଙ୍କୁ ରାଜସ୍ବ ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ପତ୍ର!-->…