ଡିସେମ୍ବର ୧୪ ସୁଦ୍ଧା ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା
ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ଆଉ ପାଦେ ଆଗକୁ ବଢିଲେ ରାଜ୍ୟ ନିର୍ବାଚନ ଆୟୋଗ । ୱାର୍ଡ ୱାଇଜ୍ ଭୋଟର ତାଲିକା ପ୍ରସ୍ତୁତ କରିଯିବ । ୨୦୨୧ ନଭେମ୍ବର ୧ ତାରିଖ ସୁଦ୍ଧା ୧୮ ବର୍ଷ ହୋଇଥିଲେ ତାଲିକାରେ ସାମିଲ ହେବାକୁ ଆବେଦନ କରିପାରିବେ । କେବଳର ଜିଲ୍ଲାକୁ ଛାଡ଼ି ଅନ୍ୟ ସବୁ ଜିଲ୍ଲାରେ!-->…