ଭିସୁଟର ୨୫ ଛାତ୍ର କରୋନା ଆକ୍ରାନ୍ତ
					ସମ୍ବଲପୁର:  କରୋନା କବଳରେ ଭିସୁଟର ୨୫ ଜଣ ଛାତ୍ର । ସମ୍ବଲପୁର ସ୍ଥିତ ଭିସୁଟର ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗତକାଲି ୨୪ ଜଣଙ୍କୁ ଚିହ୍ନଟ କରାଯାଇଥିବା ବେଲେ ଆଜି ଆଉ ଜଣଙ୍କୁ ଚିହ୍ନଟ କରାଯାଇଛି। କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ!-->…				
						 
						 
			