ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଚୀନ ବିଦେଶ ମନ୍ତ୍ରୀ ୱାଙ୍ଗ ୟି, ଏସସିଓ ଶିଖର ସମ୍ମିଳନୀ ପାଇଁ କଲେ ଆମନ୍ତ୍ରଣ
ଭାରତ ଗସ୍ତରେ ଆସିଥିବା ଚୀନ ବିଦେଶ ମନ୍ତ୍ରୀ ୱାଙ୍ଗ ୟି ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ ସେ ତିୟାନଜିନରେ ହେବାକୁ ଥିବା ଏସସିଓ ଶିଖର ସମ୍ମିଳନୀରେ ଯୋଗ ଦେବା ପାଇଁ ରାଷ୍ଟ୍ରପତି ସି ଜିନପିଙ୍ଗ ନିମନ୍ତ୍ରଣକୁ ପ୍ରଧାନମନ୍ତ୍ରୀଙ୍କୁ ଦେଇଥିଲେ…