ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି
ବଢିଲା ହୀରାକୁଦ ଜଳସ୍ତର । ଲଗାଣ ବର୍ଷା ଯୋଗୁଁ ହୀରାକୁଦରେ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି । ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ ଥିବା ବେଳେ ଲଗାଣ ବର୍ଷା କାରଣରୁ ଏହା ବର୍ତ୍ତମାନ ୬୦୭.୯୭ ଫୁଟରେ ପହଂଚିଲାଣି । ଡ୍ୟାମକୁ ସେକେଣ୍ଡ ପିଛା ୧ଲକ୍ଷ ୯୦ହଜାର…
